Tag: Low Pressure Rain

Heavy Rain Alert: ଅବପାତର ପରିଣତ ହେଲା ଲଘୁଚାପ; ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 

ଉତ୍ତରପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ସୋମବାର ସକାଳେ ଲଘୁଚାପ ଅବପାତର ରୂପ ନେଇଛି । ଅବପାତର କେନ୍ଦ୍ର ସ୍ଥଳ ବାଲେଶ୍ୱର ଠାରୁ ୧୮୦ କି.ମି. ଦୂରରେ ରହିଛି । ଆଗାମୀ ୨୪…

Heavy Rain Alert in Odisha: ଲଘୁଚାପ କ୍ଷେତ୍ର: ନଗର ପ୍ରଶାସନକୁ ଉଚ୍ଚସ୍ତରୀୟ ସତର୍କତା ଓ ତ୍ୱରିତ ପଦକ୍ଷେପ ପାଇଁ ନିର୍ଦ୍ଦେଶ

ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପରିପ୍ରେକ୍ଷୀରେ ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଉଷା ପାଢ଼ୀ ସମସ୍ତ ସହରାଞ୍ଚଳ କର୍ତ୍ତୃପକ୍ଷଙ୍କୁ ଉଚ୍ଚସ୍ତରୀୟ ସତର୍କତା ଅବଲମ୍ବନ କରିବା ସହ…

Heavy Rain Alert in Odisha: ଆସନ୍ତା ୧୩ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅଗଷ୍ଟ ୧୩ ତାରିଖ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ସୂଚନା ଦେଇଛି। ବର୍ତ୍ତମାନ…

Low-Pressure Rain in Odisha: ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ୨ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଙ୍ଘଚାପରେ ପରିଣତ ହେବାର ସମ୍ଭାବନା ରହିଛି। ପ୍ରଭାବରେ ଆଗାମୀ ୪୮ ଘଣ୍ଟା ଯାଏ ଭୀଷଣ ବର୍ଷା ସମ୍ଭାବନା ଥିବା ବେଳେ…

Heavy Rain Alert in Odisha: ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ଆଜି ୭ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

ରାଜ୍ୟରେ ଜାରି ରହିଛି ବର୍ଷା। ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ବହୁ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ଦେଖା ଦେଇଛି । ରାଜ୍ୟରେ ଜାରି ରହିଥିବା ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟରେ ୭ ଜିଲ୍ଲାରେ ସ୍କୁଲ କଲେଜ ବନ୍ଦ ଘୋଷଣା…

Heavy Rain in Odisha: ବର୍ଷାରେ ଭିଜୁଛି ଓଡ଼ିଶା; ଜୁଲାଇ ୩ରେ ଲଘୁଚାପ ସୃଷ୍ଟି ସମ୍ଭାବନା

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଏହାରି ମଧ୍ୟରେ ଜୁଲାଇ ୩ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ଆକଳନ କରାଯାଇଛି। ଯାହା ଫଳରେ ଆଗାମୀ ତିନି ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି…

Heavy Rain Looms Over Odisha: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା; ଓଡ଼ିଶାରେ ପ୍ରବଳ ବର୍ଷା

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ୧୧ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ । ଧିରେ ଧିରେ ଘନୀଭୂତ ହେବା ନେଇ ବିଭିନ୍ନ ମଡେଲର ଆକଳନ କରାଯାଇଛି । ଏଆଇ ଦ୍ୱାରା ପ୍ରସ୍ତୁତ ଚିତ୍ର ଦକ୍ଷିଣ ଆଣ୍ଡାମାନ ସାଗର ଉପରେ…

Low Pressure: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ କେନ୍ଦ୍ର (IMD) ବିଷୁବଭାରତୀୟ ମହାସାଗର ଏବଂ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପୂର୍ବାନୁମାନ କରିଛି ଏବଂ ଓଡ଼ିଶାରେ…

Low Pressure Rain: ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର

ବଙ୍ଗୋପସାଗର ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବ । ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଥିବା ସୂଚନା ଦେଲା ପାଣିପାଗ ବିଭାଗ। ଏହାର ପ୍ରଭାବରେ ରାଜ୍ୟରେ…