ତାଜା ଖବର ରାଜ୍ୟ ରାଜ୍ୟରେ ଲଘୁଚାପ ବର୍ଷା; ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ September 23, 2024 Papi Jena ଆଜି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଫଳରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଆଜି ପାଇଁ ୧୨…
ତାଜା ଖବର ରାଜ୍ୟ ସୃଷ୍ଟି ହେଲା ଲଘୁଚାପ; ୨ରେ ଅବପାତ ରୂପ ନେବ August 29, 2024 Nirvay ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ବୋଲି ଜଣାପଡିଛି। ଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବ। କାଲି ସୁଦ୍ଧା ସୁଦୃଶ ଲଘୁଚାପରେ ପରିଣତ ହେବ। ଆସନ୍ତା ୨ ତାରିଖରେ…
ତାଜା ଖବର ରାଜ୍ୟ ଲଘୁଚାପ ପ୍ରଭାବରୁ ରାଜ୍ୟରେ ତିନିଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା August 17, 2024 Papi Jena ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆସନ୍ତା ୨୦ ତାରିଖ ଯାଏଁ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏଥିପାଇଁ ୧୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି…
ତାଜା ଖବର ରାଜ୍ୟ ଆସନ୍ତା ୨୪ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ August 15, 2024 Papi Jena ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଲାଗିରହିଥିବା ସୃଷ୍ଟି ହେବାକୁ ଥିଲା…
ରାଜ୍ୟ ଲଘୁଚାପ ପାଇଁ ୬ ଜିଲ୍ଲାକୁ ସତର୍କ ସୂଚନା July 18, 2024 Nirvay ଉତ୍ତର ବଙ୍ଗୋପସାଗରରେ ଲଘୁଚାପକୁ ଦୃଷ୍ଟିରେ ରଖି SRC ସତର୍କ କରାଇଛନ୍ତି। ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗ ସହ ୬ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ନିର୍ଦ୍ଦେଶ ଦିଆଯାଇଛି। ଗଞ୍ଜାମ, ପୁରୀ, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ…
ରାଜ୍ୟ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର July 18, 2024 Nirvay ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ଦକ୍ଷିଣ ପଶ୍ଚିମ ଆଡ଼କୁ ଢଳି ରହିଛି। ଆଗାମୀ ୨ ଦିନରେ…
ରାଜ୍ୟ ୧୯ରେ ଆଉ ଏକ ଲଘୁଚାପ July 15, 2024 Nirvay ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ୧୯ରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି। ଉତ୍ତରପଶ୍ଚିମ ତତ୍ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି। ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ ଲଘୁଚାପ। ଏବେ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ।ଦକ୍ଷିଣ-ପଶ୍ଚିମ…
ରାଜ୍ୟ ୨୫ ରୁ ରାଜ୍ୟରେ ବର୍ଷା May 22, 2024 Nirvay ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ହେଲା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଏହା ଉତ୍ତରପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ଏହା ୨୪ ତାରିଖ ସକାଳେ ଅବପାତର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ…
ରାଜ୍ୟ ଆସୁଛି ଲଘୁଚାପ May 17, 2024 Nirvay ଭୁବନେଶ୍ୱର : ରାଜ୍ୟରେ ଦିନରେ ଗ୍ରୀଷ୍ମ ପ୍ରବାହ ରାତିରେ କାଳବୈଶାଖୀର ତାଣ୍ଡବ ରଚୁଥିବାବେଳେ ଏବେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ମେ ୨୩ରୁ ୩୦ ତାରିଖ ଭିତରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ…