ରାଜ୍ୟ ଆଜି କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ବାତିଲ୍ July 26, 2025 Nirvay ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି କଟକ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ଆଜି ବାତିଲ କରିଛନ୍ତି । କଟକ ସହରରେ ଜଳବନ୍ଦୀ ପରିସ୍ଥିତି…
ତାଜା ଖବର ରାଜ୍ୟ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ଆଜିଠୁ ଆସନ୍ତା ୪ ତାରିଖ ଯାଏ ରାଜ୍ୟର ହୋଇପାରେ ପ୍ରବଳ ବର୍ଷା June 29, 2025 Papirani ଆଜିଠୁ ଆସନ୍ତା ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଦକ୍ଷିଣ-ପଶ୍ଚମ ବାଂଲାଦେଶ ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ। ପରବର୍ତ୍ତୀ ସମୟରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ…
ତାଜା ଖବର ରାଜ୍ୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ୨ଟି ଲଘୁଚାପ କ୍ଷେତ୍ର; ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା June 17, 2025 Papirani ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଦୁଇଟି ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ଦକ୍ଷିଣ ଗୁଜରାଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା…
ରାଜ୍ୟ ୨୭ ରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର; ସପ୍ତାହେ ରହିବ କାଳବୈଶାଖୀ ବର୍ଷାର ପ୍ରଭାବ May 23, 2025 Nirvay ପାଣିପାଗ ବିଭାଗର ଆକଳନ ଅନୁସାରେ, ଆସନ୍ତା ୨୭ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଏହାର ୨ ଦିନ ଭିତରେ ଲଘୁଚାପ ଅଧିକ ଘନୀଭୂତ ହୋଇ ରାଜ୍ୟର ବିଭିନ୍ନ…
ତାଜା ଖବର ରାଜ୍ୟ ଆଗାମୀ ୧୨ ଘଣ୍ଟାରେ ଲଘୁଚାପ ସୃଷ୍ଟି May 21, 2025 Papirani ରାଜ୍ୟକୁ ଆସୁଛି ବର୍ଷା। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ପୂର୍ବ କେନ୍ଦ୍ରୀୟ ଆରବସାଗର ପାର୍ଶ୍ବବର୍ତ୍ତୀ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳ ଅଂଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆଗାମୀ ୧୨ ଘଣ୍ଟା…
ତାଜା ଖବର ରାଜ୍ୟ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ରାଜ୍ୟବାସୀଙ୍କୁ ଅସହ୍ୟ ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି April 7, 2025 Papirani ବଙ୍ଗୋପସାଗର ମଧ୍ୟଭାଗରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହାଦ୍ବାରା ରାଜ୍ୟବାସୀଙ୍କୁ ଅସହ୍ୟ ତାତିରୁ ମିଳିବ ସାମାନ୍ୟ ତ୍ରାହି । ବଙ୍ଗୋପସାଗର ମଧ୍ୟଭାଗରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଏହାସହ…
ତାଜା ଖବର ରାଜ୍ୟ ୪୮ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର; ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା April 6, 2025 Papirani ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ । ଏହା ପ୍ରଭାବରେ ଆସନ୍ତା ୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ, ତାଙ୍କ ‘ଏକ୍ସ’ ହ୍ୟାଣ୍ଡେଲରେ ଏଭଳି ସୂଚନା…
ତାଜା ଖବର ରାଜ୍ୟ ପୁଣି ବର୍ଷାରେ ଭିଜିବ ରାଜ୍ୟ; ଆସୁଛି ଆଉ ଏକ ଲଘୁଚାପ ! December 27, 2024 Papirani ପୁଣି ଆସୁଛି ଆଉ ଏକ ଲଘୁଚାପ । ଜାନୁୟାରୀ ପ୍ରଥମ ସପ୍ତାହରେ ପୁଣି ଏକ ଲଘୁଚାପ ଆସୁଥିବାର ଅନୁମାନ କରାଯାଇଛି। ଏହାସହ ଆସନ୍ତା ୨୮ ଓ ୨୯ ତାରିଖରେ ଉତ୍ତର ଓ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି…
ତାଜା ଖବର ରାଜ୍ୟ ଲଘୁଚାପ ବର୍ଷାରେ ଭିଜୁଛି ସାରା ଓଡ଼ିଶା December 25, 2024 Papirani ଆଜି ସକାଳୁ ସକାଳୁ ରାଜ୍ୟରେ ହାଲୁକା ଧରଣର ବର୍ଷା ଲାଗି ରହିଛି । କୋହଲା ପାଗ ସାଙ୍ଗକୁ ବର୍ଷା ଏବେ ରାଜ୍ୟବାସୀଙ୍କ ପାଇଁ ଚିନ୍ତା ବଢ଼େଇ ଦେଇଛି । ଆହୁରି ୨୪ ଘଣ୍ଟା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି…
ତାଜା ଖବର ରାଜ୍ୟ ଆଜିଠୁ ଦୁଇ ଦିନ ରାଜ୍ୟରେ ବର୍ଷା ସମ୍ଭାବନା December 24, 2024 Papirani ବଙ୍ଗୋପସାଗରରେ ସକ୍ରିୟ ସୁଦୃଶ ଲଘୁଚାପ । ଏହା ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟରେ ବର୍ଷା ସମ୍ଭାବନା ଥିବା ଆକଳନ କରିଛନ୍ତି ପାଣିପାଗ କେନ୍ଦ୍ର । ଉତ୍ତର ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ବେଳେ…