Tag: #-low-pressure

Low Pressure: ପୁଣି ଭିଜିବ ଓଡ଼ିଶା, ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ମାଲାକ୍କା ସମୁଦ୍ର ସନ୍ଧିର ମଧ୍ୟ ଅଂଶରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏଁ ସକ୍ରିୟ । ୨୨ ତାରିଖ ବେଳକୁ ଏହା ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ…

Low pressure: ବଙ୍ଗୋପସାଗରରେ ଆସୁଛି ଲଘୁଚାପ; ବର୍ଷାରେ ଭିଜିବ ଓଡିଶା

ସାରା ରାଜ୍ୟରେ ଏବେ ଶୀତ ଲହରୀ ଜାରି ରହିଥିବା ବେଳେ ଆଗକୁ ଆସୁଛି ଲଘୁଚାପ । ପୁଣି ବର୍ଷାରେ ଭିଜିବ ଓଡିଶା ।ଏନେଇ ଆଜି ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ତେବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଶୀତ…

Odisha Weather Update: ଓଡ଼ିଶାକୁ କାହିଁକି ଛାଡ଼ୁନି ଲଘୁଚାପ ବିପଦ

ଓଡ଼ିଶାର ପିଛା ଛାଡ଼ୁନି ଲଘୁଚାପ । ଅକ୍ଟୋବରରେ ଅଧିକ ଲଘୁଚାପ ହୋଇଛି । ଏସବୁ ଭିତରେ ଆଜି ପୁନଶ୍ଚ ଲଘୁଚାପ ସୃଷ୍ଟି ହୋଇଛି, ଆସନ୍ତାକାଲି ଅବପାତର ରୂପ ନେଇପାରେ । ଆଜି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା…

Low pressure: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ୩୬ ଘଣ୍ଟାରେ ଅବପାତ ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ୩୬ ଘଣ୍ଟାରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି…

ଲଘୁଚାପ ବର୍ଷାରେ ଭିଜିବ ପାର୍ବଣ

ଲଘୁଚାପ ବର୍ଷାରେ ଫିକା ପଡିବ ଦଶହରା । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ହୋଇପାରେ ପ୍ରବଳ ବର୍ଷା। ଆଜି ଘୂର୍ଣ୍ଣିଂବଳୟ ସୃଷ୍ଟି ହୋଇଥିବା ବେଳେ ଆସନ୍ତାକାଲି ଅବପାତର ରୂପ ନେବ। ଏହାର ପ୍ରଭାବରେ ୧ ଅକ୍ଟୋବର ବେଳକୁ ଏହା ଲଘୁଚାପ କ୍ଷେତ୍ର…

ପାର୍ବଣକୁ ଫିକା କରିପାରେ ବର୍ଷା; ଆସନ୍ତା ୧ ରେ ଆସୁଛି ଆଉ ଏକ ଲଘୁଚାପ

ପାର୍ବଣକୁ ଫିକା କରିପାରେ ବର୍ଷା । ଆସନ୍ତା ୧ ତାରିଖ ବେଳକୁ ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି…

ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ କ୍ଷେତ୍ର। ଆସନ୍ତା ୨୪ ଘଣ୍ଟାରେ ଏହା ଅବପାତର ରୂପ ନେବ। ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓ ସଂଲଗ୍ନବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ପରବର୍ତ୍ତୀ ସମୟରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର…

ଡବଲ୍ ଲଘୁଚାପ ବର୍ଷାରେ ଭିଜିବ ସାରା ଓଡ଼ିଶା

ଓଡ଼ିଶାକୁ ଭିଜାଇବ ଡବଲ୍ ଲଘୁଚାପ। ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ବର୍ଷା ହେଉଥିବା ବେଳେ ଆଜି କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଗୋଟିଏ ଲଘୁଚାପ କ୍ଷେତ୍ର। ଯାହାର ପ୍ରଭାବରେ ଆଜିଠୁ ଭିଜିବ ସାରା ଓଡ଼ିଶା । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ…

୨୮ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ୨୫ ତାରିଖରେ ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି ।…

ଲଘୁଚାପ ପ୍ରଭାବ; ୪ଜିଲ୍ଲାକୁ ଜାରି ହେଲା ରେଡ୍‌ ୱାର୍ଣ୍ଣିଂ

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।କାଲି ପର୍ଯ୍ୟନ୍ତ ୪ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ…