Tag: Maa Samaleswari

Nuakhai Lagna Finalised: ସମ୍ବଲପୁରରେ ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଶୁଭ ଲଗ୍ନ

ଆଜି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ । ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ, ମଙ୍ଗଳବାର ଦିନ ଶୁଭ ଲଗ୍ନ ନିର୍ଦ୍ଧାରଣ ହୋଇଛି । ଆସନ୍ତା ୧୫ ତାରିଖ…

ନବାନ୍ନ ଖାଇଲେ ମୁଖ୍ୟମନ୍ତ୍ରୀ

ନୂଆଁଖାଇରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଁ ଖାଇଲେ। ମୁଖ୍ୟମନ୍ତ୍ରୀ ରବିବାର ସମ୍ବଲପୁର ଗସ୍ତ କରିବା ସହିତ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଈଙ୍କ ଦର୍ଶନ କରି ଚାଷୀଙ୍କ ଉନ୍ନତି କାମନା କରିଛନ୍ତି। ମା’ଙ୍କୁ ଦର୍ଶନ କରିବା ପରେ ସେ ପଶ୍ଚିମଓଡ଼ିଶାବାସୀଙ୍କୁ ନୂଆଁଖାଇ…

ସମ୍ବଲପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ଗଣପର୍ବ ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶାବାସୀ ବେଶ ଉତ୍ସାହିତ। ସବୁଠି ଉତ୍ସବର ମାହୋଲ। ହାଟ ବଜାର ଚଳଚଞ୍ଚଳ। ସଜେଇ ହୋଇଛନ୍ତି ମା’ ସମଲେଶ୍ୱରୀ। ମା’ଙ୍କୁ ଦେଖିବାକୁ ଭକ୍ତଙ୍କ ଭିଡ଼ ଲାଗିଛି। ତେବେ ଲୋକଙ୍କ ଖୁସିରେ ସାମିଲ ହେବାକୁ ସମ୍ବଲପୁରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ…