Tag: Maha Kumbh 2025

ମହାକୁମ୍ଭ ୨୦୨୫: ୪୨ ଦିନରେ ୧୫,୦୦୦ ରୁ ଅଧିକ ଟ୍ରେନ୍ ପରିଚାଳନା କରି ରେକର୍ଡ କଲା ଭାରତୀୟ ରେଳ

ମାତ୍ର ୪୨ ଦିନରେ ୧୫,୦୦୦ ରୁ ଅଧିକ ଟ୍ରେନ୍ ପରିଚାଳନା କରି ଭାରତୀୟ ରେଳବାଇ ଚଳିତ ମହାକୁମ୍ଭ ୨୦୨୫ ରେ ଏକ ଉଲ୍ଲେଖନୀୟ ରେକର୍ଡ ସୃଷ୍ଟି କରିଛି ଯାହା ପ୍ରାରମ୍ଭିକ ଲକ୍ଷ୍ୟ ୧୩,୫୦୦ ଟ୍ରେନ୍ ଅପେକ୍ଷା ବହୁତ ଅଧିକ । ଏହି…

ଆସନ୍ତାକାଲି ମହାକୁମ୍ଭରେ ବୁଡ଼ ପକାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ପ୍ରୟାଗରାଜ ମହାକୁମ୍ଭରେ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ । ସୂତ୍ର ଅନୁଯାୟୀ କୁହାଯାଉଛି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରୟାଗରାଜ ଗସ୍ତ ଦିଲ୍ଲୀ ବିଧାନସଭା ନିର୍ବାଚନ ଦିନ ହେବ । ପ୍ରଧାନମନ୍ତ୍ରୀ ମୋଦି କାଲି ଦିନ ୧୧…

ମହାକୁମ୍ଭରେ ସମ୍ପୂର୍ଣ୍ଣ ବନ୍ଦ ହେଲା ଗାଡ଼ି ଚଳାଚଳ

ମହାକୁମ୍ଭ ଦଳାଚକଟା ଘଟଣା ପରେ ଯୋଗୀ ସରକାରଙ୍କ ବଡ଼ ପଦକ୍ଷେପ ନେଇଛନ୍ତି। ୫ ବଡ଼ ନିଷ୍ପତ୍ତି ନେଇଛନ୍ତି ଯୋଗୀ ସରକାର । ମହାକୁମ୍ଭରେ ଭିଭିଆଇପିଙ୍କ ପାସ୍‌ ଓ ଗାଡ଼ିକୁ ସମ୍ପୂର୍ଣ୍ଣ ବାରଣ କଲେ ସରକାର। କୌଣସି ପ୍ରକାର ବିଶେଷ ପାସ ଆଉ…

ମହାକୁମ୍ଭରେ ଅଘଟଣ: ଦଳାଚକଟାରେ ୧୦ ମୃତ, ୫୦ ରୁ ଅଧିକ ଆହତ

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ଜାରି ରହିଥିବା ବେଳେ ଆଜି ପବିତ୍ର ମୌନି ଅମାବାସ୍ୟା ଅବସରରେ ଆୟୋଜିତ ହେବାକୁ ଥିବା ଅମୃତସ୍ନାନ ପୂର୍ବରୁ ଅଘଟଣ ଘଟିଛି। ଗତକାଲି ବିଳମ୍ବିତ ରାତି ପ୍ରାୟ ୧ଟାରେ ମହାସ୍ନାନ ପାଇଁ କୋଟିକୋଟି ଶ୍ରଦ୍ଧାଳୁ ତ୍ରିବେଣୀ ସଙ୍ଗମରେ…

ମହାକାଶରୁ ଦୃଶ୍ୟମାନ ହେଲା ମହାକୁମ୍ଭର ଅଦ୍ଭୁତ ଦୃଶ୍ୟ

ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍ଏସ୍) ରବିବାର ରାତିରେ ମହାକାଶରୁ ବିଶ୍ୱର ସର୍ବବୃହତ ଧାର୍ମିକ ଓ ମାନବୀୟ ସମାରୋହ ମହାକୁମ୍ଭ-୨୦୨୫ ର ଚମତ୍କାର ଫଟୋ ଉଠାଇଛି । ଆନ୍ତର୍ଜାତୀୟ ସ୍ପେସ୍ ଷ୍ଟେସନ୍ ର ମହାକାଶଚାରୀ ଡନ୍ ପେଟିଟ୍ ଏହି ଫଟୋଗୁଡ଼ିକୁ ସୋସିଆଲ ମିଡିଆ…