Tag: Maha Kumbh Mela

ଆସ୍ଥାର ରେଳ: ମହାକୁମ୍ଭକୁ କରୁଛି ଆହୁରି ଭବ୍ୟ

ବିଶ୍ବର ସବୁଠୁ ବଡ଼ ଧାର୍ମିକ ଓ ସାଂସ୍କୃତିକ ଆୟୋଜନ ମହାକୁମ୍ଭ ମୌନୀ ଅମାବାସ୍ୟାରୁ ଆରମ୍ଭ ହୋଇଯାଇଛି । ୫୦ ଦିନ ଧରି ଏହି ମହାକୁମ୍ଭ ଚାଲିବାକୁ ଥିଲାବେଳେ ରେକର୍ଡ ସଂଖ୍ୟକ ୫୬ କୋଟିରୁ ଅଧିକ ଶ୍ରଦ୍ଧାଳୁ ବୁଡ ପକାଇସାରି ଲେଣି ପ୍ରୟାଗରାଜରେ…

ମହାକୁମ୍ଭ ୨୦୨୫: ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଠାରୁ ୩ ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ଯିବେ । ଶିବରାତ୍ରୀ ଦିନ ମହାକୁମ୍ଭ ଶେଷ ହେଉଥିବା ବେଳେ ମୋହନ ମାଝୀ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ । ଏହା ପରେ ସେ ଅଯୋଧ୍ୟାରେ ରାମଲଲାଙ୍କୁ…

ମହାକୁମ୍ଭ ମେଳାରେ ପୁରୀ ଶଙ୍କରାଚାର୍ଯ୍ୟ

ପୌଷ୍ୟ ପୂର୍ଣ୍ଣିମାରୁ ପ୍ରୟାଗ ସଂଗମରେ ଆରମ୍ଭ ହୋଇଛି ମହାକୁମ୍ଭ ମେଳା । ମହାକୁମ୍ଭ ଆସ୍ଥା ଏବଂ ବିଶ୍ୱାସର ଏକ ମହାନ ପର୍ବ । ଜାନୁଆରୀ ୧୩ ରୁ ଆରମ୍ଭ ହୋଇଥିବା ଏହି ବିଶ୍ୱର ସର୍ବବୃହତ ମେଳା ଫେବୃଆରୀ ୨୬ ପର୍ଯ୍ୟନ୍ତ ଚାଲିବ…

କୁମ୍ଭମେଳାରେ ରୁଦ୍ରାକ୍ଷ ମାଳା ଓ ଗେରୁଆ ବସ୍ତ୍ରରେ ଷ୍ଟିଭ ଜବ୍ସଙ୍କ ପତ୍ନୀ

ଆସ୍ଥାର ମହାପର୍ବ ମହାକୁମ୍ଭ ମେଳା ଜାନୁଆରୀ ୧୩ରୁ ପ୍ରୟାଗରାଜରେ ଆରମ୍ଭ ହୋଇଛି । ମହାକୁମ୍ଭ ମେଳା ହିନ୍ଦୁ ସନାତନ ପରମ୍ପରା ଏବଂ ଭାରତୀୟ ସଂସ୍କୃତିର ଏକ ମହାନ ଧାର୍ମିକ ଉତ୍ସବ। ଏଥିରେ ସାମିଲ ହେବା ପାଇଁ ଦେଶ ବିଦେଶରୁ ଲକ୍ଷ ଲକ୍ଷ…

ମହାକୁମ୍ଭ ପାଇଁ ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍

ମହାକୁମ୍ଭ ମେଳା ପାଇଁ ଓଡ଼ିଶାରୁ ଗଡ଼ିଲା ସ୍ପେଶାଲ ବସ୍ । ଏବେ ଓଡ଼ିଶାରୁ ବସରେ ବସି ମହାକୁମ୍ଭ ମେଳା ଯାଇପାରିବେ ରାଜ୍ୟବାସୀ । ପବିତ୍ର ମହାକୁମ୍ଭ ମେଳା ପାଇଁ ଓଡ଼ିଶାରୁ ଉତ୍ତରପ୍ରଦେଶ ପ୍ରୟାଗରାଜ ପାଇଁ ଓଡ଼ିଶା ପରିବହନ ବିଭାଗ ପକ୍ଷରୁ ଆରମ୍ଭ…

‘ମହାକୁମ୍ଭ ମେଳା’ ପାଇଁ ଓଡ଼ିଶାରୁ ଅଯୋଧ୍ୟା ସ୍ୱତନ୍ତ୍ର ବସ୍ ସେବା

ଆସନ୍ତା ଜାନୁୟାରୀ ୧୩ ତାରିଖରୁ ପ୍ରୟାଗରାଜଠାରେ ଅନୁଷ୍ଠିତ ହେବାକୁଥିବା ମହାକୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟା ପର୍ଯ୍ୟନ୍ତ ସ୍ୱତନ୍ତ୍ର ହାଇ-ଏଣ୍ଡ ପ୍ରିମିୟମ୍‌ ବସ୍‌ ସେବା ଯୋଗାଇବ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ । ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁର…