ରାଜ୍ୟ ଆଜି ପବିତ୍ର ମହାଳୟା; ଦିଆଯାଉଛି ପୂର୍ବପୁରୁଷଙ୍କୁ ପିଣ୍ଡଦାନ September 21, 2025 Nirvay ଆଜି ପବିତ୍ର ମହାଳୟା । ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଆରମ୍ଭ ହୋଇ ୧୫ ଦିନ ଧରି ଚାଲିଥିବା ଏହି ପିତୃପକ୍ଷର ଆଜି ହେଉଛି ଶେଷ ଦିନ । ଏହି ଅବସରରେ ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଳୁ ମାନେ ପିତୃପୁରୁଷଙ୍କୁ ପିଣ୍ଡଦାନ…