ତାଜା ଖବର ରାଜ୍ୟ Mahanadi River Front Project: ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ March 20, 2026 Nirvay ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ରିଭର ଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି । ସୂଚନାଯୋଗ୍ୟ ଯେ, ୨୧୦ କୋଟି ଟଙ୍କା ବ୍ୟୟରେ କଟକ ମହାନଦୀ କୂଳର ୪୨୬ ଏକର ଅଞ୍ଚଳକୁ ଏହି…