Tag: Mahanadi Water Dispute

Mahanadi Water Dispute: ମହାନଦୀ ଜଳ ବିବାଦ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି

ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ୍‌ ସମ୍ମୁଖରେ ଚାଲୁଥିବା ଆଲୋଚନା ଓ ପ୍ରକ୍ରିୟାଗୁଡିକୁ ଦୃଷ୍ଟିରେ ରଖି, ଏବଂ ମହାନଦୀ ଜଳ ବିଷୟର ଜଟିଳତା ଓ ଭାବପ୍ରବଣତାର ଗୁରୁତ୍ୱକୁ ମନେକରି, ସରକାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ…

ଓଡ଼ିଶା ଓ ଛତିଶଗଡ଼ ସରକାରଙ୍କ ମହାନଦୀ ସମସ୍ୟାର ସମାଧାନ ଦିଗରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ

ମହାନଦୀ ସମସ୍ୟାର ସମାଧାନ ଦିଗରେ ଆମେ ଆଉ ଏକ ପାଦ ଆଗକୁ ବଢ଼ିଛି ଓଡିଶା । ଓଡ଼ିଶା ଓ ଛତିଶଗଡ଼ ସରକାର ଦୀର୍ଘ ଦିନର ବିବାଦର ସମାଧାନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ଆଜି ଅନୁଷ୍ଠିତ ଏକ ଫଳପ୍ରଦ…

ଟ୍ରିବ୍ୟୁନାଲ ତାରିଖ ବନ୍ଦ ହେବ, ଆପୋସ ଆଲୋଚନାରେ ମହାନଦୀ ଜଳବିବାଦର ସମାଧାନ ହେବ: ମନମୋହନ ସାମଲ

ମହାନଦୀ ଜଳବିବାଦର ସମାଧାନର ବାଟ ଖୁବ ଶୀଘ୍ର ବାହାରିବ, ଟ୍ରିବ୍ୟୁନାଲ ତାରିଖ ବନ୍ଦ ହେବ, ଆପୋସ ଆଲୋଚନାରେ ମହାନଦୀ ଜଳବିବାଦ ସମାଧାନ ହେବ ବୋଲି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ…

ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ ସହିତ ଚାଲିଥିବା ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦ୍ରୀୟ ଜଳ କମିଶନରେ ସମସ୍ୟା ସମାଧାନ ପାଇଁ ହେଉଥିବା…

ମହାନଦୀ ଜଳ ବିବାଦର ସମାଧାନ ପାଇଁ ଛତିଶଗଡ଼ ଓ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓଡ଼ିଶା ଗସ୍ତରେ ଆସିଥିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ବିଭିନ୍ନ ବିଷୟ ସହିତ ମହାନଦୀ ଜଳ ବିବାଦ ସମ୍ପର୍କରେ ମଧ୍ୟ ଉଭୟଙ୍କ ମଧ୍ୟରେ…