Tag: mahaprasad

Online Mahaprasad sale: ଅନ୍‌ଲାଇନ୍‌ରେ ମହାପ୍ରସାଦ ବିକ୍ରି ମାମଲା; ଏକ ଫୁଡ୍ ଆପ୍ ନାଁରେ ସାଇବର ଥାନାରେ ଏତଲା

ଅନ୍‌ଲାଇନ୍‌ରେ ମହାପ୍ରସାଦ ବିକ୍ରି ଅଭିଯୋଗ। ଏ ନେଇ ଏକ ଫୁଡ୍ ଆପ୍ ନାଁରେ ସାଇବର ଥାନାରେ ଏତଲା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନର ନିର୍ଦ୍ଦେଶରେ ଏତଲା । ଅନଲାଇନରେ ଅନ୍ନପ୍ରସାଦ ମିଳିବା ନେଇ ଅନଲାଇନ ଖାଦ୍ୟ ଡେଲିଭରୀ କଂପାନୀ ପକ୍ଷରୁ ବିଜ୍ଞାପନ…

ଆନନ୍ଦ ବଜାରରେ ଲାଗିବ ମହାପ୍ରସାଦ ରେଟ୍‌ ଚାଟ୍‌

ଏଣିକି ଶ୍ରୀମନ୍ଦିର ଆନନ୍ଦ ବଜାରରେ ଲାଗିବ ଅବଢ଼ା ରେଟଚାର୍ଟ । ଏନେଇ ମଙ୍ଗଳବାର ଦିନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି । ଆନନ୍ଦ ବଜାରରେ ମହାପ୍ରସାଦ ସେବନ ଓ ବିକ୍ରି ଉପରେ ଆଲୋଚନା ହୋଇଛି ବୋଲି ପାଢ଼ୀ…

ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ ନ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ

ପୁରୀ ଶ୍ରୀକ୍ଷେତ୍ରର ଏକ ହୋଟେଲ ରେ କିଛି ବ୍ୟକ୍ତି ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ କରିବା ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ୍‌ ହେଵା ପରେ ମହାପ୍ରସାଦକୁ ଡାଇନିଂ ଟେବୁଲରେ ସେବନ ନ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି…

ଶ୍ରୀମନ୍ଦିରରେ ଭକ୍ତଙ୍କୁ ମିଳିବ ମହାପ୍ରସାଦ କୁଡୁଆ

ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣାରେ ମିଳିବ ମହାପ୍ରସାଦ କୁଡୁଆ । ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯାଉଥିବା ସବୁଭକ୍ତଙ୍କୁ ମିଳିବ ମହାପ୍ରସାଦ। ଦର୍ଶନ ସରିବାପରେ ସାଙ୍ଗରେ ମହାପ୍ରସାଦ ନେଇ ଘରକୁ ଯାଇପାରିବେ ଭକ୍ତ। ମାଗଣା ମହାପ୍ରସାଦ କୁଡୁଆ ଯୋଗାଇବାକୁ ଯୋଜନା ଚାଲିଛି ବୋଲି…

ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ମାଗଣା ମହାପ୍ରସାଦ ମିଳିବ

ମାଗଣାରେ ମିଳିବ ମହାପ୍ରସାଦ। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ସମସ୍ତ ଭକ୍ତଙ୍କୁ ମାଗଣାରେ ବଣ୍ଟନ କରାଯିବ ମହାପ୍ରସାଦ। ରାଜ୍ୟ ସରକାର ଏ ନେଇ ଯୋଜନା ରଖିଛନ୍ତି। ପୁରୀରେ ରଥ ସେବା ସମ୍ମାନ- ୨୦୨୪ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ…

ବନ୍ଦ ହେଲା ଅର୍ପଣ ଚାଉଳରୁ ପ୍ରସ୍ତୁତ ମହାପ୍ରସାଦ ବଣ୍ଟନ

ନୂଆ ସରକାର ନଗଠନ ହେଉ ହେଉ ଶ୍ରୀମନ୍ଦିରରେ ବନ୍ଦ ହେଲାଣି ଅର୍ପଣ ଚାଉଳରୁ ପ୍ରସ୍ତୁତ ମହାପ୍ରସାଦ ବଣ୍ଟନ ବନ୍ଦ । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଓ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତିକ୍ରମେ ମହାପ୍ରଭୁଙ୍କ ଅର୍ପଣ ରଥ ଚାଉଳରେ ପ୍ରସ୍ତୁତ ହେଉଥିଲା କାନିକା, ଖେଚେଡ଼ି…