Tag: Malkangiri Violence

Malkangiri Violence: ୨୩ରେ ପିସିସି ସଭାପତିଙ୍କ ନେତୃତ୍ୱରେ ମାଲକାନଗିରି ଗସ୍ତ କରିବେ କଂଗ୍ରେସ ପ୍ରତିନିଧି ଦଳ

ମାଲକାନଗିରିର ଅଶାନ୍ତ ପରିସ୍ଥିତିକୁ ଦୃଷ୍ଟିରେ ରଖି, ଉକ୍ତ ଅଞ୍ଚଳରେ ଶାନ୍ତି ଫେରାଇବାର ପ୍ରୟାସରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଆସନ୍ତା ୨୩ ତାରିଖ, ମଙ୍ଗଳବାର ଦିନ ମାଲକାନଗିରି ଗସ୍ତ…

Malkangiri Violence: ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ମାଲକାନଗିରି ରିପୋର୍ଟ

ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଦିଆଗଲା ରିପୋର୍ଟ । ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମାଲକାନଗିରିରେ ସ୍ଥିତି ସମୀକ୍ଷା କରି ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ…

Malkangiri Violence: ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି ରାଖେଲଗୁଡାରେ ମହିଳାଙ୍କ ମୁଣ୍ଡ କାଟି ହତ୍ୟା ଘଟଣାର ପୋଲିସକୁ ମିଳିଛି କଟା ମୁଣ୍ଡ । କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ କଟାମୁଣ୍ଡ ମିଳିଛି । ମୃତଦେହ ମିଳିଥିବା ଜାଗା ଠାରୁ ପ୍ରାୟ ୪୦ କିମି ଦୂରରେ ମହିଳାଙ୍କ କଟାମୁଣ୍ଡ…