ତାଜା ଖବର ରାଜ୍ୟ ବର୍ଷା ଯୋଗୁଁ ବିଚ୍ଛିନ୍ନ ହେଲା ମାଲକାନଗିରିର ବିଭିନ୍ନ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥା July 19, 2024 Papi Jena ପ୍ରତିବର୍ଷ ମାଲକାନଗିରି ଜିଲ୍ଲାରେ ବର୍ଷାର ସ୍ଥିତି ଦିନ ଦିନରେ ସଂକଟାପୂର୍ଣ୍ଣ ହେବାକୁ ଲାଗିଛି । ବର୍ଷା ପାଇଁ ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳ ଏକ ପ୍ରକାର ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଥାଏ। ସେଥିପାଇଁ ଚାଳିତବର୍ଷ ମଧ୍ୟ ଲଘୁଚାପ ବର୍ଷା ଯୋଗୁଁ ମାଲକାନଗିରିର…
ତାଜା ଖବର ରାଜନୀତି ରାଜ୍ୟ ମାଲକାନଗିରି ପୂର୍ବତନ ବିଧାୟକ ଆଦିତ୍ୟ ମାଢିଙ୍କ ପରଲୋକ July 3, 2024 Papi Jena ମାଲକାନଗିରି ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଆଦିତ୍ୟ ମାଧିଙ୍କ ୪୯ ବର୍ଷ ବୟସରେ ପରଲୋକ ହୋଇଛି। ଦୀର୍ଘଦିନ ଧରି କିଡନୀ ରୋଗରେ ପୀଡିତ ଥୂଲେ ଶ୍ରୀ ପାଢୀ । ବୁଧବାର ସନ୍ଧ୍ୟାରେ ଭୁବନେଶ୍ବର ଏମସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତି ହୋଇଥିବା…
ତାଜା ଖବର ରାଜନୀତି ରାଜ୍ୟ ମାଲକାନଗିରି ବିଧାନସଭା ଆସନ ହାସଲ କଲା ବିଜେପି June 4, 2024 Papi Jena ଚଳିତବର୍ଷ ନିର୍ବାଚନ ପାଇଁ ହଉଥିବ ଭୋଟ ଗଣତି ମଧ୍ୟରେ ମାଲକାନଗିରି ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ନରସିଂହ ମାଡକାମୀ ବିଜୟ ହୋଇଛନ୍ତି। ନରସିଂହଙ୍କୁ ୭୭ ହଜାର ୭୬୩ ଖଣ୍ଡ ଭୋଟ ମିଳିଥିବା ବେଳେ ତାଙ୍କର ନିକଟତମ ପ୍ରତିଦ୍ବନ୍ଦୀ କଂଗ୍ରେସର ମାଳା ମାଢିଙ୍କୁ…
ରାଜ୍ୟ କାଲିମେଳା ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ April 3, 2024 Nirvay ମାଲକାନଗିରି ପୋଲିସ ଦ୍ବାରା କାଲିମେଳାର ଦୟାଲତୁଙ୍ଗ ଗାଁ ନିକଟ ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ ହୋଇଛି । ୧୯୦ଟି ଜିଲେଟିନ ଷ୍ଟିକ, ୨୦କେଜି ଓଜନର ଗୋଟିଏ ଆଇଇଡି, ୭କେଜି ଓଜନର ୫ଟି ଆଇଇଡି, ୫କେଜି, ୪କେଜି,…
ରାଜ୍ୟ ସିଏଏଫ୍ ଯବାନଙ୍କ ଗଳା କାଟିଲେ ମାଓବାଦୀ February 18, 2024 Nirvay ମାଲକାନଗିରି: ଛତିଶଗଡରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି। ମାଲକାନଗିରି-ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଳାରେ ମାଓବାଦୀମାନେ ଜଣେ ଯବାନଙ୍କ ଗଳା କାଟି ହତ୍ୟା କରିଛନ୍ତି। ଯବାନ ଜଣଙ୍କ ସାପ୍ତାହିକ ହାଟକୁ ଯାଇଥିବାବେଳେ ତାଙ୍କୁ ଟେକି ନେଇ ହତ୍ୟା କରାଯାଇଛି। ମୃତକ ସିଏଏଫ୍…
ଦେଶ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ January 30, 2024 Nirvay ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ମାଲକାନଗିରିରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତିଙ୍କ ଘର ଓ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ହୋଇଛି । ଚଢ଼ାଉ ବେଳେ ଭଡ଼ା ଘରୁ ୧ଲକ୍ଷ ୧୫ହଜାର ଟଙ୍କା ନଗଦ ଜବତ କରିଛି…
ରାଜ୍ୟ ମାଲକାନଗିରି ବିମାନ ବନ୍ଦରର ପ୍ରଥମ ପରୀକ୍ଷଣ ହେଲା ସଫଳ January 8, 2024 Nirvay ମାଲକାନଗିରି :ବାଣିଜ୍ୟିକ ଉଡ଼ାଣ ପୂର୍ବରୁ ପ୍ରଥମ ପରୀକ୍ଷଣ ବିମାନ ମାଲକାନଗିରି ବିମାନ ବନ୍ଦରରେ ସଫଳତାର ସହ ଅବତରଣ କରିଛି। ମାଲକାନଗିରିକୁ ବିମାନ ଯୋଗାଯୋଗ ବିକାଶର ଏକ ନୂତନ ଯୁଗଆରମ୍ଭ କରିବ, ବ୍ୟବସାୟ ଏବଂ ପର୍ଯ୍ୟଟନର ବାଟ ଖୋଲିବ ଏବଂ ଏହି ଅଞ୍ଚଳର…