Tag: Malkangiri

Malkangiri Violence: ମାଲକାନଗିରିରେ ଉତ୍ତେଜନା: ଆହୁରି ୨୪ ପାଇଁ ଇଣ୍ଟରନେଟ୍ କଟକଣାକୁ ବୃଦ୍ଧି କରିଛି ପ୍ରଶାସନ

ଦିନକୁ ଦିନ ମାଲକାନଗିରିରେ ଉତ୍ତେଜନା ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଆହୁରି ୨୪ ଘଣ୍ଟା ପାଇଁ ମାଲକାନଗିରିରେ ଇଣ୍ଟରନେଟ୍ କଟକଣା ବୃଦ୍ଧି କରାଯାଇଛି। ଆଜି ଦିନ ୧୨ ଯାଏଁ କଟକଣା ଲାଗୁ ହୋଇଥିଲା ତେବେ ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ…

Malkangiri Internet Shut down: ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ୍‌ କଟକଣା। ଆଉ ୧୮ ଘଣ୍ଟା ଇଣ୍ଟରନେଟ୍‌ କଟକଣା ବୃଦ୍ଧି କଲା ପ୍ରଶାସନ । କାଲି ଦିନ ୧୨ଟା ପର୍ଯ୍ୟନ୍ତ କଟକଣା ବୃଦ୍ଧି ନେଇ ସୂଚନା ଜାରି କରାଯାଇଛି । RDC ଓ ଜିଲ୍ଲାପାଳଙ୍କ ସହ ଆଲୋଚନା ପରେ…

Internet Suspension In Malkangiri: ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ

ମାଲକାନାଗିରିରେ ତେଜୁଛି ଉତ୍ତେଜନା। ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁରେ ଗଣ୍ଡଗୋଳ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏହାକୁ ଦୃଷ୍ଟିରେ ରଖି ମାଲକାନଗିରିରେ ୨୪ ଘଣ୍ଟା…

Tension Between Two Villages In Malkangiri:ମାଲକାନଗିରିର ଦୁଇ ଗାଁ ମଧ୍ୟରେ ଉତ୍ତେଜନା; BNS ୧୬୩ ଜାରି

ମାଲକାନଗିରି ଡୁଡୁମେଟଲା ଗାଁ ନିକଟ ନଦୀରୁ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ଘଟଣା। ଏମଭି-୨୬ ଏବଂ ରାଖେଲଗୁଡା ଗାଁ ମଧ୍ୟରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ଲାଗି ଘଟଣା ସ୍ଥଳରେ ପୋଲିସ ମୁତୟନ କରାଯାଇଛି। ଦୁଇ ଗାଁ…

Mukhyamantri Bayu Swasthya Seva: ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ଵାସ୍ଥ୍ୟସେବା ବିଶେଷଜ୍ଞ ଟିମ୍

ଉପାନ୍ତ ଅଞ୍ଚଳରେ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା’ ଯୋଜନା ଦ୍ୱାରା ଉନ୍ନତମାନର ସ୍ୱାସ୍ଥ୍ୟସେବା ପ୍ରଦାନ ଅଧିକ ସୁନିଶ୍ଚିତ ହୋଇପାରୁଛି । ଏହି କ୍ରମରେ ମାଲକାନଗିରି ଜିଲ୍ଲାବାସୀଙ୍କୁ ଉଚ୍ଚମାନର ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ଵାସ୍ଥ୍ୟ ସେବା ଯୋଜନା’ ରେ ଆଜି ଶ୍ରୀ…

ମାଲକାନଗିରିରେ କଂଗ୍ରେସ ର ‘ଗାନ୍ଧୀ ପଥେ ଓଡିଶା’ ପଦଯାତ୍ରା ଆରମ୍ଭ

ପବିତ୍ର ବିଜୟା ଦଶମୀ ଓ ଗାନ୍ଧୀ ଜୟନ୍ତୀ ଅବସରରେ ମାଲକାନଗିରିର ମୋଟୁସ୍ଥିତ ତିନି ନଦୀର ସଙ୍ଗମସ୍ଥଳ ମଙ୍ଗି ପଏଣ୍ଟଠାରୁ ପିସିସି ସଭାପତି ଭକ୍ତ ଚରଣ ଦାସ ଗାନ୍ଧୀ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା ସହ ‘ଗାନ୍ଧୀ ପଥେ ଓଡିଶା’ ପଦଯାତ୍ରା ର ଶୁଭାରମ୍ଭ…

ପ୍ରବଳ ବର୍ଷା ଯୋଗୁଁ ଆସନ୍ତାକାଲି ମାଲକାନଗିରି ଜିଲ୍ଲାର ସବୁ ସ୍କୁଲ୍ ଛୁଟି

ରାଜ୍ୟର ଅନେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେଉଥିବା ବେଳେ ଆସନ୍ତାକାଲି ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା…

ସାର ଅଭାବ ପ୍ରତିବାଦରେ ଏନ୍‌ଏଚ୍‌ ଅବରୋଧ କଲେ ଚାଷୀ

ମାଲକାନଗିରି ଜିଲ୍ଲାରେ ସାରର ଅଭାବକୁ ନେଇ ଶନିବାର ଦିନ ଶତାଧିକ ଚାଷୀ ସମବାୟ ବିଭାଗ ନିକଟରେ ଚାଷୀ ଏନ୍‌ଏଚ୍‌ ଅବରୋଧ କରିଛନ୍ତି । ଚାଷୀ ବାରମ୍ବାର ଦାବି କଲେବି କୌଣସି ସୁଫଳ ନମିଳିବାରୁ ଶେଷରେ ବାଧ୍ୟହୋଇ ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି ।…

ମାଲକାନଗିରିରେ ନାବାଳିକାକୁ ଦୁଷ୍କର୍ମ

ମାଲକାନଗିରିରେ ଲଜ୍ଜ୍ୟା । ମାଲକାନଗିରି ସଦର ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ସାଙ୍ଗର ଜନ୍ମଦିନରେ ଯୋଗ ଦେବାକୁ ଯାଉଥିବା ବେଳେ ଗଣଦୁଷ୍କର୍ମ ଶିକାର ହୋଇଛନ୍ତି ନାବାଳିକା । ସଦରରୁ ଜୟପୁରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ବିଜା…

ଦୁଇ ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କୁ ଗିରଫ କଲା ମାଲକାନଗିରି ପୋଲିସ

ମାଓବାଦୀ ଅଭିଯାନ କ୍ଷେତ୍ରରେ ମାଲକାନଗିରି ପୋଲିସକୁ ଆଜି ଏକ ବଡ ସଫଳତା ମିଳିଛି । ଦୁଇ ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଦୁଇ ମାଓବାଦୀ ହେଉଛନ୍ତି କେସା କୱାସି ଓ ରାକେଶ ଓରଫ ସାନୁ କୁଞ୍ଜମ।ମାଓବାଦୀ କେସା…