Tag: Malkangiri

ପରୀକ୍ଷା ପରେ ପ୍ରସବ କଲେ ୧୦ମ ଶ୍ରେଣୀ ଛାତ୍ରୀ

ପ୍ରସବ କଲେ ଦଶମ ଶ୍ରେଣୀ ଛାତ୍ରୀ । ଚିତ୍ରକୋଣ୍ଡା ହଷ୍ଟେଲରେ ପ୍ରସବ କଲେ ୧୦ମ ଶ୍ରେଣୀ ଛାତ୍ରୀ । ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଥିବା ଏକ ବିଦ୍ୟାଳୟର ଗତକାଲି ଦଶମ ବୋର୍ଡ଼ ପରୀକ୍ଷାର ଇଂରାଜୀ ପରୀକ୍ଷା ଦେଇ ଫେରିବା…

ଜଙ୍ଗଲରୁ ମିଳିଲା ସ୍କୁଲ ୟୁନିଫର୍ମ ପିନ୍ଧା ଦୁଇ ନାବାଳିକା ଛାତ୍ରୀଙ୍କ ଝୁଲନ୍ତା ମୃତଦେହ

ମାଲକାନଗିରି ଜିଲ୍ଲାରେ ଏକ ଅଭବାନୀୟ ଘଟଣା ସାମ୍ନାକୁ ଆସିଛି। ମାଲକାନଗିରି ଜିଲ୍ଲା ସୀମାନ୍ତ ମୋଟୁ ଥାନା ମାନ୍ୟମକୋଣ୍ଡା ପଞ୍ଚାୟତର ଏମପିଭି-୪୧ ଗାଁରେ ଅଭାବନୀୟ ଘଟଣା ଘଟିଛି । ଜଙ୍ଗଲରୁ ସ୍କୁଲ ୟୁନିଫର୍ମ ପିନ୍ଧା ଅବସ୍ଥାରେ ଦୁହିଁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି…

ବଣ୍ଡାଘାଟିବାସୀଙ୍କୁ ମିଳିବ ଅଧିକ ୫୦ ହଜାର ଟଙ୍କା

ବଣ୍ଡାଘାଟିବାସୀଙ୍କୁ ମିଳିବ ଅଧିକ ୫୦ ହଜାର ଟଙ୍କା । ଆଜି ଆଜି ମାଲକାନଗିରି ବଣ୍ଡାଘାଟି ଗସ୍ତ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୁଭଦ୍ରା ଓ ଆବାସ ଯୋଜନାକୁ ନେଇ ସ୍ଥିତି ପରଖିବା ପରେ ସୂଚନା ଦେଇ କହିଛନ୍ତି ବଣ୍ଡାଘାଟିରେ ଲୋକଙ୍କୁ…

ମାଲ୍ୟବନ୍ତ ମହୋତ୍ସବରେ ମାଲକାନଗିରି ବାସୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଭେଟି

ମାଲ୍ୟବନ୍ତ ମହୋତ୍ସବ ୨୦୨୪କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍ଘାଟନ କରିବା ସହିତ ଏକ ମେଗା ସିମେଣ୍ଟ କାରଖାନା ନିର୍ମାଣ ହେବା ଏବଂ ଏହି ପ୍ରକଳ୍ପରେ ୪୦୦୦ କୋଟି ଟଙ୍କାର ପୁଞ୍ଜିନିବେଶ ହେବା ସହିତ ସ୍ଥାନୀୟ ଅଂଚଳର ୨୦୦୦ ଯୁବକ ଯୁବତୀଙ୍କୁ…

ବିଜେଡିର ପୋଲାଭରମ ପ୍ରକଳ୍ପକୁ ବିରୋଧ; ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବ ବିଜେଡି ଟିମ୍

ପୋଲାଭରମ ପ୍ରକଳ୍ପ ହେଲେ ଓଡ଼ିଶାର ମାଲକାନଗିରି ଜିଲ୍ଲାର ପ୍ରାୟ ୨୦୦ରୁ ଅଧିକ ଗ୍ରାମ ଜଳମଗ୍ନ ହେବ ଓ ଓଡ଼ିଶାର ସ୍ୱାର୍ଥକୁ ଅଣଦେଖା କରି ଏହି ପ୍ରକଳ୍ପ କାମ ଆଗକୁ ବଢ଼ିବା ଉଚିତ ନୁହେଁ ବୋଲି ବିଜୁ ଜନତା ଦଳ ତରଫରୁ ଆଜି…

ବଣ୍ଡା ଘାଟିରେ ସୁଭଦ୍ରା ଯୋଜନାରୁ ବଞ୍ଚିତ ମହିଳାଙ୍କ ପାଖକୁ ଯିବେ ବିଭାଗୀୟ ଅଧିକାରୀ

ଆସନ୍ତା ମାର୍ଚ୍ଚ ୭ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିରେ ଶେଷ ପର୍ଯ୍ୟାୟ ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଆସିବ । ଆଉ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ ବୋଲି ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।…

ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ; ଜଣେ ମାଓବାଦୀ ମୃତ, ଜଣେ ଯବାନ ଆହତ

ମାଲକାନଗିରିରେ ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଆଜି ସକାଳୁ ଗୁଳିବିନିମୟ ହୋଇଛି । ମାଲକାନଗିରି ଜିଲ୍ଲା ଏମ୍ ଭି-୭୯ ଥାନା ଅନ୍ତର୍ଗତ ଜିନ୍ଦେଲଗୁଡା ଜଙ୍ଗଲରେ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀ ନିହତ…

ଆକାଶମାର୍ଗରୁ ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ; ବର୍ଷାଜନିତ କ୍ଷୟକ୍ଷତି ସମୀକ୍ଷା କଲେ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ମାଲକାନଗିରି ଜିଲ୍ଲା ଗସ୍ତ କରି ଲଗାଣ ବର୍ଷାଜନିତ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ୭ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତି ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମେ…

ବନ୍ୟା ସ୍ଥିତି ସମୀକ୍ଷା ପାଇଁ ମାଲକାନଗିରିରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମାଲକାନଗିରିରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏମ୍‌ଭି-୩ BSF ପଡ଼ିଆରେ ହେଲିକପ୍ଟରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ ଓ ମୁଖ୍ୟ ସଚିବ । ମାଲକାନଗିରିରେ ଆକାଶ ମାର୍ଗରେ ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ସୂଚନଯୋଗ୍ୟ;…

ଆଜି ମାଲକାନଗିରି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ମାଲକାନଗିରି ଜିଲ୍ଲା ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ଜିଲାରେ ବର୍ଷା ପରବର୍ତ୍ତୀ ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ। ହେଲିକପ୍ଟର ଯୋଗେ ମାଲକାନଗିରିରେ ପହଞ୍ଚିବେ ବୋଲି ସୂଚନା ରହିଛି। ମୁଖ୍ୟମନ୍ତ୍ରୀଙ୍କ…