Tag: Mallikarjun kharge

ଓଡ଼ିଶାରେ କଂଗ୍ରେସ ହିଁ କଂଗ୍ରେସକୁ ହରାଉଛି: ଖଡ୍‌ଗେ

ଗୋଷ୍ଠୀ କନ୍ଦଳ ଯୋଗୁଁ ଖପ୍ପା ହାଇକମାଣ୍ଡ । ପିଏସି ବୈଠକରେ ଏକାଠି ରହିବା ଉପରେ ଗୁରୁତ୍ୱ ଦେଲେ କଂଗ୍ରେସ ଶୀର୍ଷ ନେତୃତ୍ୱ ଖଡ଼ଗେ ଏବଂ ରାହୁଲ ଗାନ୍ଧୀ । ବୈଠକରେ ଖଡ଼ଗେ କହିଛନ୍ତି ଓଡ଼ିଶାରେ କଂଗ୍ରେସ ହିଁ କଂଗ୍ରେସକୁ ହରାଉଥିବା ଦିଲ୍ଲୀରେ…

ଓଡ଼ିଶାରେ ଯାହା ବି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ, ବିଜେପିର ଅବଦାନ ଜିରୋ: ମଲିକାର୍ଜୁନ ଖଡ୍‌ଗେ

ସମ୍ବିଧାନ ବଞ୍ଚାଅ ସମାବେଶରେ ମଲିକାର୍ଜୁନ ଖଡ୍‌ଗେଙ୍କ ସମ୍ବୋଧନ । ବିଜେପିକୁ ଟାର୍ଗେଟ କରି ଖଡ୍‌ଗେ କହିଛନ୍ତି ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ । ଭୁବନେଶ୍ୱରରେ ଏମ୍ସ ଓ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଫିଜିକ୍ସ କଂଗ୍ରେସ କରିଛି ।…

ଜୁଲାଇ ୧୧ ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖଡ୍‌ଗେ

ଆସନ୍ତା ୧୧ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଲୋକସଭାରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ । ଏନେଇ ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଆଜି ସୂଚନା ଦେଇଛନ୍ତି । ପୂର୍ବରୁ ଜୁଲାଇ…

ଖଡ଼ଗେଙ୍କୁ ଭେଟିଲେ ଓଡ଼ିଶାର ୬ ବିଧାୟକ

ଏଆଇସିସି (AICC) ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟିଲେ ଓଡ଼ିଶାର ୬ ବିଧାୟକ। କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କ ନେତୃତ୍ୱରେ ସମସ୍ତ ବିଧାୟକ ତାଙ୍କୁ ଭେଟିଲେ। କଂଗ୍ରେସ ବିଧାୟକ ଦଳ ନେତା କିଏ ହେବ ଚର୍ଚ୍ଚା ହେଉଥିବା ବେଳେ ସେ ନେଇ ସାକ୍ଷାତ…

ଓଡ଼ିଶାରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଗୁରୁବାର ଓଡ଼ିଶା ଗସ୍ତରେ ଆସି ଫୁଲବାଣୀର ଏକ ସଭାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇଛନ୍ତି । ଏହାସହ ବିରୋଧୀଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି।ଅସୀମ ପ୍ରାକୃତିକ ସମ୍ପଦ, ଜଳ, ଜଙ୍ଗଲ, ଜମି ଓ ଖଣି ଖାଦାନରେ ଭରା ଓଡ଼ିଶା।…

ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି କିଛି ଏମିତି କହିଲେ ଖଡ଼ଗେ

ଭୁବନେଶ୍ୱର: ଓଡ଼ିଶାରେ ଯାହା ହୋଇଛି କଂଗ୍ରେସ କରିଛି, ଆଜି ଓଡିଶା ବଞ୍ଚାଅ ସମାବେଶରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଏଭଳି କହିଛନ୍ତି ଖଡ଼ଗେ | ସେ କହିଛନ୍ତି ମୋଦୀ ସବୁବେଳେ କହୁଛନ୍ତି ୭୦ ବର୍ଷରେ କଣ କରିଛି…