ତାଜା ଖବର ରାଜନୀତି ରାଜ୍ୟ Delimitation, Women’s Reservation Bills: ସୀମା ନିର୍ଦ୍ଧାରଣ ଓ ମହିଳା ସଂରକ୍ଷଣ ବିଲ୍ର ବ୍ୟବସ୍ଥାଗୁଡ଼ିକୁ ଯାଞ୍ଚ କରିବା ପରେ ନିଷ୍ପତ୍ତି ନେବ ବିଜେଡି: ମାନସ ମଙ୍ଗରାଜ November 29, 2026 Papirani ସଂସଦରେ ସୀମା ପୁନଃନିର୍ଦ୍ଧାରଣ ଏବଂ ମହିଳା ସଂରକ୍ଷଣ ସଂଶୋଧନ ବିଲ୍ ପ୍ରସଙ୍ଗରେ ବିଜୁ ଜନତା ଦଳର ଆଭିମୁଖ୍ୟ ସ୍ପଷ୍ଟ। ରାଜ୍ୟ ସ୍ୱାର୍ଥ ପ୍ରସଙ୍ଗରେ ଦଳ କୌଣସି ସାଲିସ୍ କରିବ ନାହିଁ ବୋଲି କହିଛନ୍ତି ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳର ନେତା ମାନସ…