Tag: Mancheswar Railway Station

Youth Burns While Taking Selfie on Train: ମଞ୍ଚେଶ୍ୱର ଷ୍ଟେସନରେ ଅଘଟଣ; ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେଲା ବେଳେ ଜଳିଗଲେ ଯୁବକ

ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେଲା ଅଘଟଣ। ସେଲଫି ଏବଂ ସୋସିଆଲ ମିଡିଆ ପାଇଁ ଭିଡିଓ ସୁଟିଂ କରିବା ବେଳେ ଜଳିଗଲେ ଯୁବକ । ଭୁବନେଶ୍ୱର ମଞ୍ଚେଶ୍ୱର ଷ୍ଟେସନରେ ଟ୍ରେନ୍‌ ଉପରେ ଚଢ଼ି ଫଟୋ ଉଠାଇବା ବେଳେ ଅଘଟଣ ।ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି…

ମଞ୍ଚେଶ୍ୱର ରେଳ ଷ୍ଟେସନରେ ଅଟକିବ ତିନୋଟି ପ୍ରମୁଖ ଟ୍ରେନ୍

ମଞ୍ଚେଶ୍ୱର ରେଳ ଷ୍ଟେସନରେ ତିନୋଟି ପ୍ରମୁଖ ଟ୍ରେନ୍ ଅଟକିବା ପାଇଁ ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱରବାସୀ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ଅନୁରୋଧ କରି ଆସୁଥିଲେ । ଭାରତୀୟ ରେଳବାଇ ଅପରାଜିତା ଷଡ଼ଙ୍ଗୀଙ୍କ ଅନୁରୋଧକୁ ଆଜି ଗ୍ରହଣ କରିଛି । କୋଣାର୍କ ଏକ୍ସପ୍ରେସ୍, ବିଶାଖା…