ତାଜା ଖବର ରାଜ୍ୟ Paddy Procurement Mandis: ଡିସେମ୍ବର ୨୫ରୁ ରାଜ୍ୟରେ ଖୋଲିବ ମଣ୍ଡି November 19, 2025 Papirani ରାଜ୍ୟରେ ଡିସେମ୍ବର ୨୫ ତାରିଖରୁ ଖୋଲିବ ମଣ୍ଡି । ଏ ନେଇ ଆଜି ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ । ସେ କହିଛନ୍ତି ଧାନ ନେବା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି । ସମସ୍ତ ପଞ୍ଜିକୃତ ଚାଷୀ ସିଧାସଳଖ…