Tag: mangala muduli

କୃତୀ ବଣ୍ଡା ଛାତ୍ର ମଙ୍ଗଳା ଙ୍କୁ ସମ୍ବର୍ଦ୍ଧିତ କଲେ ନବୀନ ପଟ୍ଟନାୟକ

ଚଳିତ ବର୍ଷ ନିଟ୍‌-୨୦୨୪ ପରୀକ୍ଷା ରେ କୃତକାର୍ଯ୍ୟ ହୋଇ ବ୍ରହ୍ମପୁର ଏମ୍‌.କେ.ସି.ଜି ମେଡିକାଲ କଲେଜ ରେ ଡାକ୍ତରୀ ପାଠ୍ୟକ୍ରମ ରେ ନାମ ଲେଖାଇଥିବା ବଣ୍ଡା ଛାତ୍ର ମଙ୍ଗଳା ମୁଦୁଲି ଆଜି ସନ୍ଧ୍ୟା ରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ…