Tag: manifesto

Bihar Election: ବିହାର ବିଧାନସଭା ନିର୍ବାଚନ ପାଇଁ ଏନଡିଏ ପକ୍ଷରୁ ଜାରି ହେଲା ସଙ୍କଳ୍ପ ପତ୍ର

ବିହାର ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ଆଜି ଏହାର ମିଳିତ ଇସ୍ତାହାର ପ୍ରକାଶ କରିଛି। ବିରୋଧୀ ମେଣ୍ଟର ‘ତେଜସ୍ୱୀ ପ୍ରଣ’ ପରେ ଏନଡିଏ ଏବେ ନିଜର ନିର୍ବାଚନୀ ଇସ୍ତାହାର ଜାରି କରିଛି । ଏନଡିଏ ନିଜ…