Tag: Manmath Routray

ଘନ ଘନ ଫୋନ କଲ ପାଇଁ ମନ୍ମଥଙ୍କ ବିରୁଦ୍ଧରେ ଜନ ଅସନ୍ତୋଷ

ଭୁବନେଶ୍ଵରବାସୀଙ୍କୁ ଅତିଷ୍ଠ କଲାଣି ବିଜେଡି ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ IVR ଫୋନ୍ କଲ। ଥରେ ନୁହଁ କି ଦୁଇଥର ନୁହଁ ଦିନକୁ ୮-୧୦ରୁ ଅଧିକ ଥର ଆସୁଛି ସମାନ ଫୋନ୍ କଲ। ଘନ ଘନ ଫୋନ୍ ବଜୁଛି ଉଠେଇବା ପରେ…

ଭୁବନେଶ୍ୱର ଲୋକସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ଅପରାଜିତା ଷଡ଼ଙ୍ଗୀ ଓ ମନ୍ମଥ ରାଉତରାୟ

ଭୁବନେଶ୍ୱର: ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଭାବରେ ଅପରାଜିତା ଷଡ଼ଙ୍ଗୀ ନାମାଙ୍କନ ଦାଖଲ କରିଥିବା ବେଳେ ବିଜେଡି ପ୍ରାର୍ଥୀ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମନ୍ମଥ । ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦୁଇ ଜଣ ନାମାଙ୍କନ ଭରିଛନ୍ତି । ବିଜେପିର…

କଥା ରଖିଲାନି ପୁଅ: ସୁର ରାଉତରାୟ

କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଲେ ବିଧାୟକ ସୁର ରାଉତରାୟ । ସାନ ପୁଅ ମନ୍ମଥ ରାଉତରାୟ ବିଜେଡିରେ ମିଶିବା ପରେ ସୁର ଏଭଳି ପଦକ୍ଷେପ ନେଇଛନ୍ତି । ଏକ ଚିଠି ଲେଖି ସୁର କହିଛନ୍ତି, ସାନପୁଅ ମନ୍ମଥଙ୍କୁ ଯେତେ ବୁଝାଇଲେ…

ଶଙ୍ଖ ଧରିଲେ ସୁର ରାଉତରାୟଙ୍କ ସାନପୁଅ ମନ୍ମଥ ରାଉତରାୟ

ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଆଗାମୀ ନିର୍ବାଚନକୁ ନଜରରେ ରଖି ଭିନ୍ନ ରାଜନୈତିକ ଦଳ ନିଜର ଗୋଟି ଚାଳନା ଆରମ୍ଭ କଲେଣି। ତେବେ ଏହାରି ମଧ୍ୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ବରିଷ୍ଠ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ପୁଅ…