Tag: Manmohan Samal

ଦିଲ୍ଲୀ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତ । ସଭାପତି ଭାବେ ପୁନଃ ନିର୍ବାଚିତ ହେବା ପରେ ଏହା ତାଙ୍କର ୨ୟ ଥର ଦିଲ୍ଲୀ ଗସ୍ତ । ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗଲେ ମନମୋହନ । ଗତକାଲି…

ଓଡ଼ିଶାରେ କଂଗ୍ରେସର କୌଣସି ସ୍ଥାନ ନାହିଁ; ସୁଯୋଗ ମିଳିଲେ ବି କ୍ଷମତାକୁ ଆସି ପାରିବନି: ମନମୋହନ

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭୁବନେଶ୍ବରର ବରମୁଣ୍ଡା ପଡ଼ିଆ ହେଉଥିବା ସମାବେଶରେ ବିଜେପିକୁ କଡ଼ା ଟାର୍ଗେଟ୍‌ କରିଛନ୍ତି ରାହୁଲ। ଏହା ସହ ବିଜେପି ସରକାର ଉପରେ ବିଭିନ୍ନ ଆରୋପ ମଧ୍ୟ ଲଗାଇଛନ୍ତି । ଏହାକୁ ନେଇ ଏବେ କଂଗ୍ରେସକୁ ତୀବ୍ର ସମାଲୋଚନା…

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଦୁଇ ମୋହନଙ୍କ ପାଇଁ ଅଗ୍ନି ପରୀକ୍ଷା

ନବ ନିର୍ବାଚିତ ଭାଜପା ସଭାପତି ମନମୋହନ ସାମଲ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ସମ୍ପର୍କରେ ସଂକେତ ଦେଇଛନ୍ତି । ବର୍ଷ ପୂର୍ତି ଉପଲକ୍ଷେ ବରିଷ୍ଠ ସାମ୍ବାଦିକମାନଙ୍କ ସହ ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ମଧ୍ୟ ସମାନ ସଂକେତ ଦେଇଥିଲେ । ଯେତେବେଳେ ମୋହନ…

ଖୁବ୍ ଶୀଘ୍ର ରାଜ୍ୟ ମନ୍ତ୍ରିମଣ୍ଡଳର ହେବ ସମ୍ପ୍ରସାରଣ

ରାଜ୍ୟରେ ଖୁବଶୀଘ୍ର ସମ୍ପ୍ରସାରଣ ହେବ ମନ୍ତ୍ରୀମଣ୍ଡଳ । ଏଥିପାଇଁ କେନ୍ଦ୍ର ନେତୃତ୍ୱଙ୍କ ସହିତ ଆଲୋଚନା ଜାରି ରହିଛି ବୋଲି ଆଜି କହିଛନ୍ତି ମନମୋହନ ସାମଲ । ବିଜେପି ରାଜ୍ୟ ସଭାପତିଭାବେ ନିର୍ଦ୍ୱନ୍ଦରେ ନିର୍ବାଚିତ ହେବା ପରେ ମନମୋହନ ସାମଲ ଆଜି ସକାଳୁ…

ଦଳ ସରକାରଙ୍କ ସହ ଖୁଣ୍ଟ ଭଳି ଠିଆ ହୋଇରହିବ: ମନମୋହନ ସାମଲ

ଚତୁର୍ଥଥର ଦଳର ଦାୟିତ୍ୱ ନେବା ପରେ, ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସରକାରଙ୍କ ପଛରେ ଖୁଣ୍ଟ ଭଳି ଛିଡ଼ା ହେବ ଦଳ । ସାଇନବୋର୍ଡ ପାର୍ଟିରୁ ସରକାର ଗଢ଼ିଛି ବିଜେପି । ତେଣୁ ବିଜେପି…

ରାଜ୍ୟ ସଭାପତି ଭାବେ ମନମୋହନ ସାମଲ ଏବଂ ୩୨ ଜଣ ରାଷ୍ଟ୍ରୀୟ ପରିଷଦ ସଦସ୍ୟଙ୍କ ନାମ ହେଲା ଘୋଷଣା

ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ଲାଗି ଗତ କାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଥିବାବେଳେ ଆଜି ବିଧିବଦ୍ଧ ଭାବେ ନାମ ଘୋଷଣା କରାଯାଇଛି । ରାଜ୍ୟ ସଭାପତି ପଦରେ ଅପ୍ରତିଦ୍ୱନ୍ଦୀ…

ସଭାପତି ହେବା ପରେ ମନମୋହନଙ୍କୁ ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ

ମନମୋହନ ସାମଲଙ୍କ ନାଁ ବିଜେପି ସଭାପତି ଭାବେ ଆଜି ବିଧିବଦ୍ଧ ଭାବେ ଘୋଷଣା ହେବା ପରେ ମନମୋହନଙ୍କୁ ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୨୪ ରେ ମନମୋହନ ଭାଇଙ୍କ ପାଇଁ ରାଜ୍ୟରେ ସରକାର ହୋଇଛି କହିଲେ ମୁଖ୍ୟମନ୍ତ୍ରୀ ।…

ପୁଣି ବିଜେପି ରାଜ୍ୟ ସଭାପତି ହେଲେ ମନମୋହନ ସାମଲ

ମନମୋହନ ସାମଲ ପୁଣି ହେଲେ ବିଜେପି ରାଜ୍ୟ ସଭାପତି । ବିଜେପି ରାଜ୍ୟ ସଭାପତି ଭାବେ ମନମୋହନଙ୍କ ନାଁ ଘୋଷଣା ସର୍ବ ସହମତିରେ ନିର୍ଦ୍ୱନ୍ଦ୍ବରେ ନିର୍ବାଚିତ ହେଲେ ମନମୋହନ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଧିବଦ୍ଧ ଘୋଷଣା…

ପୁଣି ରାଜ୍ୟ ସଭାପତି ହେବେ ମନମୋହନ ସାମଲ

ପୁଣି ରାଜ୍ୟ ସଭାପତି ହେବେ ମନମୋହନ ସାମଲ । ରାଜ୍ୟ ବିଜେପି ସଭାପତିକୁ ନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ଆଜି ଅନ୍ତ ହୋଇଛି । ରାଜ୍ୟ ବିଜେପି ସଭାପତି ପଦ ପାଇଁ ମନମୋହନ ସାମଲ ଆଜି ଏକ ମାତ୍ର ପ୍ରାର୍ଥୀ ଭାବେ…

ଓଡ଼ିଶାର ବିକାଶ ପାଇଁ ୨୦୩୬ର ରୋଡ୍‌ମ୍ୟାପ୍ ଘୋଷଣା ହେବ: ମନମୋହନ ସାମଲ

ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱ କେନ୍ଦ୍ର ସରକାର ଗରିବ, ଯୁବକ, କୃଷକ ଓ ମହିଳା କେନ୍ଦ୍ରୀକ ଯୋଜନା ଆଧାରିତ ବିଭିନ୍ନ ଯୋଜନାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରୁଛନ୍ତି । ଆନ୍ତରୀଣ ଓ ବାହ୍ୟ ସୁରକ୍ଷାରେ ଭାରତବର୍ଷ ଆଜି ସଶକ୍ତ ହୋଇଛି ।…