Tag: Manmohan Samal

ମନମୋହନ ଧାଇଁଲେ ଦିଲ୍ଲୀ, ନୂଆ ତାଲିକା ଧରି ଫେରିବେ

ଦି’ଦିନ ତଳେ ଭାଜପା ସଭାପତି ମନମୋହନ ସାମଲ ଫେରିଥିଲେ ଦିଲ୍ଲୀ। ଶନିବାର ନୂଆଁଖାଇ ଭେଟଘାଟ ଲାଗି ଯାଇଥିଲେ ସମ୍ବଲପୁର। ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ବି ଥିଲେ ସମ୍ବଲପୁରରେ। କିନ୍ତୁ ହଠାତ ଦିଲ୍ଲୀରୁ ଡାକରା ପାଇ ସଭାପତି ଗଲେ ଦିଲ୍ଲୀ । ଏହାକୁ…

ପୁଣି ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ପୁଣି ଦିଲ୍ଲୀ ଗଲେ ମନମୋହନ । ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଦିନକ ପୂର୍ବରୁ ଦିଲ୍ଲୀ ଗସ୍ତରୁ ଫେରିଥିଲେ ମନମୋହନ। ପୁଣି ଆଜି ଦିଲ୍ଲୀ ଯିବାକୁ ନେଇ ବଢ଼ିଲା ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ…

ମୋହନ-ମନମୋହନ ଏଇଠି; ଗ୍ରହଣ ସପ୍ତାହ ପରେ ନିଗମ ନିଯୁକ୍ତି !

ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏଠାରେ। ଭାଜପା ସଭାପତି ମନମୋହନ ସାମଲ ମଧ୍ଯ ଏଇଠି । ଗତ ଦୁଇମାସ ମଧ୍ୟରେ ଏହି ଦୁଇ ଶୀର୍ଷ ନେତା ଅନ୍ତତଃ ୩ଥର ଏଠାକୁ ଏକାଠି ଆସିଲେନି । ଚର୍ଚ୍ଚା ହେଉଛି ଯେ ହାଇକମାଣ୍ଡଙ୍କ ଚୂଡ଼ାନ୍ତ ଅନୁମୋଦନ…

ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଥିବା ବେଳେ ସଭାପତିଙ୍କ ଦିଲ୍ଲୀ ଗସ୍ତକୁ ନେଇ ଚର୍ଚ୍ଚା ଜୋର ଧରିଛି। ରାଜ୍ୟ ସଭାପତି ମନମୋହନ ସାମଲ ଦିଲ୍ଲୀରେ କିଛି କେନ୍ଦ୍ରୀୟ ନେତାଙ୍କୁ ଭେଟିବା ନେଇ…

ଦିଲ୍ଲୀରେ ଅମିତ ଶାହାଙ୍କୁ ଭେଟିଲେ ମନମୋହନ ସାମଲ

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି । ଏହି ଅବସରରେ ସାମଲ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ସୌଜନ୍ୟମୂଳକ ଭାବେ ସାକ୍ଷାତ କରିଛନ୍ତି । ଏ ନେଇ ମନମୋହନ ତାଙ୍କ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି ।…

ଦିଲ୍ଲୀ ଗସ୍ତରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଦିଲ୍ଲୀ ଗସ୍ତରେ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ମନମୋହନଙ୍କ ଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମ ବିଷୟରେ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ତଥାପି ଏହି ଗସ୍ତ ଅବସରରେ ରାଜ୍ୟ ବିଜେପି ସଭାପତି କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଭେଟିପାରନ୍ତି ।ଉପରାଷ୍ଟ୍ରପତି…

ପୂର୍ବତନ ମନ୍ତ୍ରୀ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମନମୋହନ ସାମଲ

ଖଣ୍ଡପଡା ରାଜା, ପୂର୍ବତନ ମନ୍ତ୍ରୀ, ପୂର୍ବତନ ଉପ ବାଚସ୍ପତି ତଥା ପୂର୍ବତନ ବିଧାୟକ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ ବିୟୋଗରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଶୋକ ପ୍ରକାଶ କରିଛନ୍ତି । ଜଣେ ପରୋପକାରୀ ନେତା ରୂପେ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ…

୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ନୂଆଦିଲ୍ଲୀ ଗସ୍ତ କରୁଛନ୍ତି । ସରକାରରେ ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ପାଇଁ ଚର୍ଚ୍ଚା ଲାଗି ରହିଥିବ ବେଳେ ଉଭୟ…

ଟ୍ରିବ୍ୟୁନାଲ ତାରିଖ ବନ୍ଦ ହେବ, ଆପୋସ ଆଲୋଚନାରେ ମହାନଦୀ ଜଳବିବାଦର ସମାଧାନ ହେବ: ମନମୋହନ ସାମଲ

ମହାନଦୀ ଜଳବିବାଦର ସମାଧାନର ବାଟ ଖୁବ ଶୀଘ୍ର ବାହାରିବ, ଟ୍ରିବ୍ୟୁନାଲ ତାରିଖ ବନ୍ଦ ହେବ, ଆପୋସ ଆଲୋଚନାରେ ମହାନଦୀ ଜଳବିବାଦ ସମାଧାନ ହେବ ବୋଲି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ…

ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ କୌଣସି ଆଲୋଚନା ହୋଇନଥିବା କହିଲେ ମନମୋହନ ସାମଲ

ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଦିଲ୍ଲୀରେ କୌଣସି ଆଲୋଚନା ହୋଇନଥିବା କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ନୂଆଦିଲ୍ଲୀରୁ ଆଜି ଫେରିବା ପରେ ଭୁବନେଶ୍ୱର ବିମାନ ବନ୍ଦରରେ ସାମ୍ବାଦିକମାନଙ୍କ ସହ ଆଲୋଚନା ବେଳେ ସାମଲ କହିଛନ୍ତି ଯେ ରାଜ୍ୟର…