Tag: Manmohan Samal

ଦିଲ୍ଲୀରେ ବିଜୟ ପରେ ବୈଜୟନ୍ତ ଧନ୍ୟବାଦର ପାତ୍ର ବୋଲି କହିଲେ ମନମୋହନ

ଦିଲ୍ଲୀ ବିଜୟ ପରେ ଭାଜପା ନେତା ତଥା ରାଜ୍ୟ ସଭାପତି ମନମୋହନ ସାମଲ ବୈଜୟନ୍ତ ପଣ୍ଡା ଧନ୍ୟବାଦର ପାତ୍ର ବୋଲି କହିଛନ୍ତି । କେନ୍ଦ୍ରପଡା ସାଂସଦ ବୈଜୟନ୍ତ ପଣ୍ଡା ରାଷ୍ଟ୍ରୀୟ ଉପସଭାପତି ଭାବେ ଦୀର୍ଘ ବର୍ଷ ହେଲା କାର୍ଯ୍ୟ କରୁଛନ୍ତି ।…

ବଜେଟ-୨୦୨୫ ରେ ‘ଅଭିବୃଦ୍ଧି ଓ ‘ସର୍ବସମାବେଶୀ’ର ଗଣିତକୁ ନେଇ “ବିକାଶର ଖସଡ଼ା” ପ୍ରତିଫଳିତ ହୋଇଛି: ମନମୋହନ ସାମଲ

ଦୂରଦୃଷ୍ଟିସଂପନ୍ନ ବଜେଟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣଙ୍କୁ ଅଭିନନ୍ଦନ ଜଣାଇବା ସହିତ ରାଜ୍ୟବାସୀଙ୍କ ତରଫରୁ ଧନ୍ୟବାଦ ଜ୍ଞାପନ କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ‘ଅଭିବୃଦ୍ଧି ଓ ‘ସର୍ବସମାବେଶୀ’ର ଗଣିତକୁ ନେଇ “ବିକାଶର…

“ମିସା” ବନ୍ଦୀମାନଙ୍କୁ ସଂଗ୍ରାମୀ ଆଖ୍ୟା ଦେଇ ସମ୍ମାନ ଜଣାଇଛନ୍ତି ରାଜ୍ୟ ସରକାର: ମନମୋହନ ସାମଲ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶାରେ ଜରୁରୀକାଳିନ ପରିସ୍ଥିତି ସମୟରେ ବନ୍ଦୀ ଜୀବନ କଟାଇଥିବା ସଂଗ୍ରାମୀମାନଙ୍କୁ ସମ୍ମାନ ଜଣାଇ ମାସିକ ୨୦,୦୦୦ ଟଙ୍କାର ପେନ୍‌ସନ୍ ରାଶି ପ୍ରଦାନ ସହିତ ସମସ୍ତଙ୍କର ସ୍ୱାସ୍ଥ୍ୟଗତ ଖର୍ଚ୍ଚ ମାଗଣାରେ ଓଡିଶା ସରକାର ବହନ କରିବେ ବୋଲି…

ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଯୁଗାନ୍ତକାରୀ ପରିବର୍ତନ ଆଣିବ ଆୟୁଷ୍ମାନ ଯୋଜନା: ମନମୋହନ ସାମଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତତ୍ୱାବଧାନରେ ଆଜି ନୂଆଦିଲ୍ଲୀରେ ରାଜ୍ୟ ଓ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ମଧ୍ୟରେ ଚୁକ୍ତିନାମା ସ୍ୱାକ୍ଷରିତ ହେବା ପରେ ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ କରାଯାଇଛି । ବିଜେଡି ସରକାରଙ୍କ ଅସହିଷ୍ଣୁତା କାରଣରୁ ରାଜ୍ୟବାସୀ ପୂର୍ବରୁ ଏହି ଯୋଜନାରୁ…

ଓଡ଼ିଶାରେ ବିଜେପି ସରକାରଙ୍କ ପ୍ରଦର୍ଶନର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୯ ତାରିଖରେ ଓଡ଼ିଶା ଗସ୍ତରେ ଆସି ରାଜ୍ଯରେ ବିଜେପି ସରକାରଙ୍କ ପ୍ରଦର୍ଶନର ସମୀକ୍ଷା କରିବେ।ଭାରତୀୟ ଜନତା ପାର୍ଟି (ବିଜେପି) ଓଡ଼ିଶା ୟୁନିଟ୍ ସଭାପତି ମନମୋହନ ସାମଲ ଆଜି ଏହି ସୂଚନା ଦେଇଛନ୍ତି।ପ୍ରଧାନମନ୍ତ୍ରୀ ୨୯ ନଭେମ୍ବର…

ଓଡିଶା ଭାଷା ଓ ସଂସ୍କୃତିର ସୁରକ୍ଷା ଓ ସମୃଦ୍ଧି ପାଇଁ ବୁଦ୍ଧିଜୀବି ପ୍ରକୋଷ୍ଠ ତରଫରୁ ଆଲୋଚନାଚକ୍ର

ରାଜ୍ୟ ବିଜେପି ବୁଦ୍ଧିଜୀବି ପ୍ରକୋଷ୍ଠ ଆନୁକୁଲ୍ୟରେ ଗତ କାଲି ଓଡିଆ ଭାଷା ସୁରକ୍ଷା ଓ ସମୃଦ୍ଧି ବିଷୟରେ ଏକ ଆଲୋଚନା ଚକ୍ର ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ପଦ୍ମଶ୍ରୀ ପଣ୍ଡିତ ଅନ୍ତର୍ଯ୍ୟାମୀ…

ବିଜେପି ରାଜ୍ୟ ସଭାପତିଙ୍କୁ ବଦ୍ରି ପାତ୍ରଙ୍କ ଖୋଲା ଚ୍ୟାଲେଞ୍ଜ

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ବିଧାୟକ ବଦ୍ରିନାରାୟଣ ପାତ୍ର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଶ୍ରୀ ସାମଲଙ୍କୁ କଡ଼ା ସମାଲୋଚନା କରିବା ସହ କଯଦି ତାକତ ଅଛି ତେବେ ବିଜେଡି ଖାଲି କରିକି ଦେଖାଅ ବୋଲି କହିଛନ୍ତି। ଖାଲିରେ ବୟାନବାଜି କରି…

ଖଦି ବ୍ୟବହାର ପାଇଁ ମନମୋହନଙ୍କ ଆହ୍ବାନ

ଆଜି ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଖଦି ବୋର୍ଡ ବିକ୍ରୟ କେନ୍ଦ୍ର ପରିଦର୍ଶନ କରିଛନ୍ତି। ଖଦି ବୋର୍ଡର ପୁନରୁଦ୍ଧାର ପାଇଁ ୩୦ ଲକ୍ଷ ଟଙ୍କା କେନ୍ଦ୍ର ଦେଇଛି ବୋଲି ଶ୍ରୀ ସାମଲ କହିଛନ୍ତି। ଦେଶର…

ବହୁତ ଶୀଘ୍ର ଖାଲି ହୋଇଯିବ ବିଜେଡି: ମନମୋହନ ସାମଲ

ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେପିରେ ମିଶିବା ପାଇଁ ବହୁ ବିଜେଡି ନେତା ଆବେଦନ କରିଥିବା ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି। ସେ କହିଛନ୍ତି ଖୁବଶୀଘ୍ର ବିଜେଡି ଖାଲି ହୋଇଯିବ । କାରଣ ବିଜେପିରେ ମିଶିବାକୁ ବହୁ…

ଦୋଷୀଙ୍କୁ ଦଣ୍ଡ ଏବଂ ନିର୍ଦ୍ଦୋଷଙ୍କୁ ନ୍ୟାୟ ପାଇଁ ବିଜେପି ସରକାର କୌଣସି ସାଲିସ୍ କରିବ ନାହିଁ: ମନମୋହନ ସାମଲ

ଭରତପୁର ଥାନା ଘଟଣାରେ ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱ ବିଜେପି ସରକାର ଅତ୍ୟନ୍ତ ଯତ୍ନତା ଏବଂ ସଂଯମତାର ସହ ଉଚିତ୍ ପଦକ୍ଷେପ ଗ୍ରହଣ କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ…