Tag: Manmohan Samal

ଖୁବ୍ ଶୀଘ୍ର ରାଜ୍ୟ ମନ୍ତ୍ରିମଣ୍ଡଳର ହେବ ସମ୍ପ୍ରସାରଣ

ରାଜ୍ୟରେ ଖୁବଶୀଘ୍ର ସମ୍ପ୍ରସାରଣ ହେବ ମନ୍ତ୍ରୀମଣ୍ଡଳ । ଏଥିପାଇଁ କେନ୍ଦ୍ର ନେତୃତ୍ୱଙ୍କ ସହିତ ଆଲୋଚନା ଜାରି ରହିଛି ବୋଲି ଆଜି କହିଛନ୍ତି ମନମୋହନ ସାମଲ । ବିଜେପି ରାଜ୍ୟ ସଭାପତିଭାବେ ନିର୍ଦ୍ୱନ୍ଦରେ ନିର୍ବାଚିତ ହେବା ପରେ ମନମୋହନ ସାମଲ ଆଜି ସକାଳୁ…

ଦଳ ସରକାରଙ୍କ ସହ ଖୁଣ୍ଟ ଭଳି ଠିଆ ହୋଇରହିବ: ମନମୋହନ ସାମଲ

ଚତୁର୍ଥଥର ଦଳର ଦାୟିତ୍ୱ ନେବା ପରେ, ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସରକାରଙ୍କ ପଛରେ ଖୁଣ୍ଟ ଭଳି ଛିଡ଼ା ହେବ ଦଳ । ସାଇନବୋର୍ଡ ପାର୍ଟିରୁ ସରକାର ଗଢ଼ିଛି ବିଜେପି । ତେଣୁ ବିଜେପି…

ରାଜ୍ୟ ସଭାପତି ଭାବେ ମନମୋହନ ସାମଲ ଏବଂ ୩୨ ଜଣ ରାଷ୍ଟ୍ରୀୟ ପରିଷଦ ସଦସ୍ୟଙ୍କ ନାମ ହେଲା ଘୋଷଣା

ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ଲାଗି ଗତ କାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଥିବାବେଳେ ଆଜି ବିଧିବଦ୍ଧ ଭାବେ ନାମ ଘୋଷଣା କରାଯାଇଛି । ରାଜ୍ୟ ସଭାପତି ପଦରେ ଅପ୍ରତିଦ୍ୱନ୍ଦୀ…

ସଭାପତି ହେବା ପରେ ମନମୋହନଙ୍କୁ ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ

ମନମୋହନ ସାମଲଙ୍କ ନାଁ ବିଜେପି ସଭାପତି ଭାବେ ଆଜି ବିଧିବଦ୍ଧ ଭାବେ ଘୋଷଣା ହେବା ପରେ ମନମୋହନଙ୍କୁ ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୨୪ ରେ ମନମୋହନ ଭାଇଙ୍କ ପାଇଁ ରାଜ୍ୟରେ ସରକାର ହୋଇଛି କହିଲେ ମୁଖ୍ୟମନ୍ତ୍ରୀ ।…

ପୁଣି ବିଜେପି ରାଜ୍ୟ ସଭାପତି ହେଲେ ମନମୋହନ ସାମଲ

ମନମୋହନ ସାମଲ ପୁଣି ହେଲେ ବିଜେପି ରାଜ୍ୟ ସଭାପତି । ବିଜେପି ରାଜ୍ୟ ସଭାପତି ଭାବେ ମନମୋହନଙ୍କ ନାଁ ଘୋଷଣା ସର୍ବ ସହମତିରେ ନିର୍ଦ୍ୱନ୍ଦ୍ବରେ ନିର୍ବାଚିତ ହେଲେ ମନମୋହନ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଧିବଦ୍ଧ ଘୋଷଣା…

ପୁଣି ରାଜ୍ୟ ସଭାପତି ହେବେ ମନମୋହନ ସାମଲ

ପୁଣି ରାଜ୍ୟ ସଭାପତି ହେବେ ମନମୋହନ ସାମଲ । ରାଜ୍ୟ ବିଜେପି ସଭାପତିକୁ ନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ଆଜି ଅନ୍ତ ହୋଇଛି । ରାଜ୍ୟ ବିଜେପି ସଭାପତି ପଦ ପାଇଁ ମନମୋହନ ସାମଲ ଆଜି ଏକ ମାତ୍ର ପ୍ରାର୍ଥୀ ଭାବେ…

ଓଡ଼ିଶାର ବିକାଶ ପାଇଁ ୨୦୩୬ର ରୋଡ୍‌ମ୍ୟାପ୍ ଘୋଷଣା ହେବ: ମନମୋହନ ସାମଲ

ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱ କେନ୍ଦ୍ର ସରକାର ଗରିବ, ଯୁବକ, କୃଷକ ଓ ମହିଳା କେନ୍ଦ୍ରୀକ ଯୋଜନା ଆଧାରିତ ବିଭିନ୍ନ ଯୋଜନାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରୁଛନ୍ତି । ଆନ୍ତରୀଣ ଓ ବାହ୍ୟ ସୁରକ୍ଷାରେ ଭାରତବର୍ଷ ଆଜି ସଶକ୍ତ ହୋଇଛି ।…

ବିଜେଡ଼ି ଓ କଂଗ୍ରେସ ସବୁବେଳେ ପଛୁଆ ବର୍ଗଙ୍କୁ ଅବହେଳା କରିଛନ୍ତି: ମନମୋହନ ସାମଲ

ପଛୁଆ ବର୍ଗଙ୍କୁ ସଂରକ୍ଷଣ ପ୍ରସଙ୍ଗରେ ଆଜି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦଳୀୟ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ସାମ୍ୱାଦିକ ସମ୍ମିଳନୀ ମାଧ୍ୟମରେ ବିରୋଧୀ ଦଳକୁ ଟାର୍ଗେଟ କରି ମନମୋହନ ସାମଲ କହିଛନ୍ତି ପଛୁଆ ବର୍ଗଙ୍କୁ ଅଗ୍ରାଧିକାର ଦେବାକୁ ଜାତି…

ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନି ମୋକଦ୍ଦମା ଦାୟର କଲେ ମନମୋହନ ସାମଲ

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଜେଡି ନେତା ରାଜା ଚକ୍ରଙ୍କ ଓକିଲ ସୀତାଂଶୁ ଦ୍ୱିବେଦୀଙ୍କ ନାଁରେ ବାଲେଶ୍ୱର ଏସ୍‌ଡିଜିଏମ୍‌ଙ୍କ କୋର୍ଟରେ ମାନହାନି ମୋକଦ୍ଦମା ଦାୟର କରିଛନ୍ତି । ଆର୍ଥିକ ଅନିୟମିତତା ମାମଲାରେ କ୍ରାଇମ୍ବ୍ରାଞ୍ଚ ଇଓଡବ୍ଲ୍ୟୁ ଦ୍ବାରା ଗିରଫ ହୋଇ ବିଚାର…

ଆତଙ୍କବାଦୀ ବିରୋଧ ଲଢ଼େଇରେ ପୁରା ଦେଶବାସୀ ପ୍ରଧାନମନ୍ତ୍ରୀଙ୍କ ସହ ଅଛନ୍ତି: ମନମୋହନ ସାମଲ

ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ମନ କି ବାତ କାର୍ଯ୍ୟକ୍ରମର ୧୨୧ ତମ ସଂସ୍କରଣରେ କଶ୍ମୀରର ପହଲଗାମରେ ଆତଙ୍କବାଦୀ ବର୍ବୋରଚିତ ଆକ୍ରମଣ ଘଟଣାକୁ ମନେ ପକାଇ ଦୁଃଖବ୍ୟକ୍ତ କରିଛନ୍ତି । ପୀଡ଼ିତ ଏବଂ ସେମାନଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।…