ତାଜା ଖବର ଦେଶ ରାଜ୍ୟ ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ July 5, 2024 Papirani ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ ଦେଖିବାକୁ ମିଳିଛି। ନାରାୟଣପୁର ତେଲାଙ୍ଗୁର ଜଙ୍ଗଲରେ ପୋଲିସ ଇନଫର୍ମର ସନ୍ଦେହରେ ଯୁବକକୁ ମାଓବାଦୀ ହତ୍ୟା କରିଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ମାଓ ପୋଷ୍ଟର ଜବତ ହୋଇଛି।