ତାଜା ଖବର ଦେଶ MaoistSurrender: ଆତ୍ମସମର୍ପଣ କଲେ ୨ ମାଓ ନେତା; ନାଁରେ ଥିଲା ଦେଢ କୋଟିରୁ ଅଧିକ ଟଙ୍କା ପୁରସ୍କାର October 29, 2025 Papirani ତେଲେଙ୍ଗାନାରେ ଆତ୍ମସମର୍ପଣ କଲେ ୨ ମାଓ ନେତା ।ହାର୍ଡକୋର୍ ସେଣ୍ଟ୍ରାଲ୍ କମିଟି ମେମ୍ବର ପୁଲୁରି ରାଓଙ୍କ ସମେତ ଷ୍ଟେଟ୍ କମିଟି ମେମ୍ବର ବାଣ୍ଡି ପ୍ରକାଶ ଓରଫ୍ ପ୍ରଭାତଙ୍କ ଆତ୍ମସମର୍ପଣ । ୨ ମାଓ ନେତାଙ୍କ ନାଁରେ ଦେଢ କୋଟିରୁ ଅଧିକ ଟଙ୍କାର…