ତାଜା ଖବର ରାଜ୍ୟ Paradip Fire: ପାରାଦୀପ ପରିବା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ; ୫୦ରୁ ଅଧିକ ଦୋକାନ ସହ ଏକାଧିକ ବାଇକ୍ ପୋଡ଼ି ପାଉଁଶ February 22, 2026 Papirani ପାରାଦୀପ ବଡ଼ପଡ଼ିଆ ପରିବା ମାର୍କେଟ୍ରେ ଭୟାବହ ଅଗ୍ନିକାଣ୍ଡ । ୫୦ରୁ ଅଧିକ ଦୋକାନ ଓ ଏକାଧିକ ବାଇକ୍ ପୋଡ଼ି ପାଉଁଶ ହୋଇଯାଇଛି । ଏହି ଅଗ୍ନିକାଣ୍ଡରେ ୩ କୋଟି ଟଙ୍କାରୁ ଅଧିକ ସମ୍ପତ୍ତି ଜଳିପୋଡି ପାଉଁଶ ହୋଇଯାଇଛି । ବିଳମ୍ବିତ ରାତି…