Tag: Matric exam

Matric Answer Sheet Evaluation: ଆଜିଠୁ ମାଟ୍ରିକ ଖାତା ଦେଖା ଆରମ୍ଭ

ଆଜିଠୁ ଆରମ୍ଭ ମାଟ୍ରିକ୍ ଖାତାଦେଖା। ସବଜେକ୍ଟିଭ୍ ପେପର୍ ଦେଖିବେ ନୀରିକ୍ଷକ। ରାଜ୍ୟରେ ମୋଟ ୫୧ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି । ସେଥିପାଇଁ ୧୫ ହଜାର ନୀରିକ୍ଷକଙ୍କୁ ନିୟୋଜିତ କରାଯାଇଛି। ତେବେ ପୂର୍ବରୁ ଓଏମଆର ଖାତା ମୂଲ୍ୟାୟନ ଆରମ୍ଭ ହୋଇଥିବାବେଳେ ଆଜିଠାରୁ ସବଜେକ୍ଟିଭ୍…

Matric Exam: ସରିଲା ମାଟ୍ରିକ ପରୀକ୍ଷା; ମେ ମାସରେ ବାହାରିବ ରେଜଲ୍ଟ

ସରିଲା ମାଟ୍ରିକ ପରୀକ୍ଷା। ଆସନ୍ତା ମେ ମାସରେ ବାହାରିବ ରେଜଲ୍ଟ। ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ। ଆସନ୍ତା ୧୯ରୁ ସବଜେକ୍ ଟିଭ୍ ଖାତା ଦେଖା ଆରମ୍ଭ ହେବ। ମୋଟ୍ ୫୫ କେନ୍ଦ୍ରରେ ୧୫ ହଜାର ନୀରିକ୍ଷକ…

Matric Exam: ଫେବୃଆରୀ ୧୯ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା; ପ୍ରକାଶ ପାଇଲା ପରୀକ୍ଷା ସୂଚୀ

ଫେବୃଆରୀ ୧୯ରେ ମାଟ୍ରିକ ପରୀକ୍ଷା । ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ପାଇଁ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚୀ ପ୍ରକାଶ ପାଇଛି । ଫେବୃଆରୀ ୧୯ରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ…

Odisha Matric Exam 2026: ବଢ଼ିଲା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧି

ବଢ଼ିଲା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧି । ଆସନ୍ତା ନଭେମ୍ବର ୨୮ ଯାଏ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ହୋଇପାରିବ । ଗୁରୁବାର ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶା ମାଧ୍ୟମିକ ଶିକ୍ଷା…

ଆଜିଠୁ ମାଟ୍ରିକ ଖାତାଦେଖା ଆରମ୍ଭ

ଆଜିଠୁ ମାଟ୍ରିକ୍‌ ପରୀକ୍ଷା ଖାତା ମୂଲ୍ୟାୟନ । ପ୍ରାୟ ୧୩ ଦିନ ଧରି ଚାଲିବ ଏହି ଖାତାଦେଖା । ଏଥିଲାଗି ସମସ୍ତ ମୂଲ୍ୟାୟନ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସକାଳ ୧୦ ଟାରୁ ଖାତା ଦେଖା ଆରମ୍ଭ…

ମାଟ୍ରିକ ପରୀକ୍ଷା ପରିଚାଳନାରେ ଅବହେଳା; ୬ ଶିକ୍ଷକ ନିଲମ୍ବିତ

ବଲାଙ୍ଗିର କଣ୍ଟାବାଞ୍ଝି ବ୍ଲକ ଅନ୍ତର୍ଗତ ମୁରିବାହାଲ ହଳଦୀ ହାଇସ୍କୁଲରେ ମାଟ୍ରିକ ପରୀକ୍ଷା ପରିଚାଳନାରେ ଅବହେଳା ପାଇଁ ସେଣ୍ଟର ଅଧିକ୍ଷକଙ୍କ ସହ ୫ ଶିକ୍ଷକଙ୍କୁ ନିଲମ୍ୱିତ କରାଯାଇଛି। ମାଟ୍ରିକ୍ ପରୀକ୍ଷାରେ କପି ସହ ପରୀକ୍ଷା କେନ୍ଦ୍ରରେ ଅନିୟମିତତା ଅଭିଯୋଗ ପରେ ଏହି କାର୍ଯ୍ୟାନୁଷ୍ଠାନ…

ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା

ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଆଜିଠୁ ଆରମ୍ଭ ହୋଇ ମାର୍ଚ୍ଚ ୬ ଯାଏ ପରୀକ୍ଷା ଚାଲିବ। ରାଜ୍ୟର ୩୧୩୩ ଟି ସେଣ୍ଟରରେ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ । ସକାଳ ୯ ଟାରୁ…

ଓଡିଶା ମାଧ୍ୟମିକ ଶିକ୍ଷା ବୋର୍ଡ ତରଫ ରୁ ମାଟ୍ରିକ ପରୀକ୍ଷା ୨୦୨୫ ର ଘୋଷଣା

ଓଡ଼ିଶା ମାଧ୍ଯମିକ ଶିକ୍ଷା ବୋର୍ଡ (ବିଏସଇ) ଓଡ଼ିଶା ମ୍ୟାଟ୍ରିକ ପରୀକ୍ଷା ୨୦୨୫ ର ତାରିଖ ଘୋଷଣା କରିଛି। କର୍ତ୍ତୃପକ୍ଷ ବାର୍ଷିକ ପରୀକ୍ଷା ପାଇଁ ସମ୍ପୂର୍ଣ୍ଣ ସମୟ ସାରଣୀ ଜାରି କରିଛନ୍ତି। ବିଜ୍ଞପ୍ତି ଅନୁଯାୟୀ , ବାର୍ଷିକ ମାଟ୍ରିକ୍ ପରୀକ୍ଷା ଫେବୃଆରୀ ୨୧…

ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ 

ରାଜ୍ୟରେ ୨୦୨୪- ୨୫ ଶିକ୍ଷାବର୍ଷ ମାଟ୍ରିକ୍ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜିଠାରୁ ଅନ୍‌ଲାଇନ୍‌ରେ ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହୋଇ ୧୮ ତାରିଖ ରାତି ପ୍ରାୟ ୧୧ଟା ୪୫ ପର୍ଯ୍ୟନ୍ତ ଚାଲିବ । ମାଟ୍ରିକ ରେଗୁଲାର ଓ…

୨୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ

ଆସନ୍ତା ୨୬ ତାରିଖ ରବିବାର ସକାଳ ୧୦ଟା ୩୦ରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ। ୧୦ଟା ୩୦ରେ ବୋର୍ଡ କାର୍ଯ୍ୟାଳୟରେ ଫଳ ପୁସ୍ତିକା ଲୋକର୍ପଣ ହେବ। ଏହାପରେ ୧୧ଟା ୩୦ରେ ଇଣ୍ଟରନେଟ୍‍ରେ ଉପଲବ୍ଧ ହେବ ପରୀକ୍ଷାଫଳ । ଏନେଇ ସାମ୍ବାଦିକ ସମ୍ମିଳନୀରେ…