Tag: Mayurbhanj Mahotsav 2026

Mayurbhanj Mahotsav 2026: ରାଜଧାନୀରେ ରାଜ୍ୟପାଳଙ୍କ ଦ୍ୱାରା ମୟୂରଭଞ୍ଜ ଉତ୍ସବ ଉଦଘାଟିତ

ସଂସ୍କୃତି ଓ ବିକାଶ ପରସ୍ପର ବିରୋଧୀ ନୁହନ୍ତି ବରଂ ପରସ୍ପର ପରିପୂରକ ବୋଲି ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି କହିଛନ୍ତି I ଶୁକ୍ରବାର ଦିନ ମୟୁରଭଞ୍ଜ ସାଂସ୍କୃତିକ ସଂଘ ଆନୁକୂଲ୍ୟରେ ରାଜଧାନୀ ଭୁବନେଶ୍ୱରସ୍ଥିତ ଉତ୍କଳ ମଣ୍ଡପଠାରେ ଆୟୋଜିତ ତିନିଦିନିଆ ମୟୁରଭଞ୍ଜ…