Tag: Mayurbhanj

ରାଜ୍ୟରେ ଜଣ୍ଡିସ୍ ଆତଙ୍କ; ୧୫ ଆକ୍ରାନ୍ତ

ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାବେଳେ ରାଜ୍ୟରେ କରୋନା ସମେତ ଜଣ୍ଡିସ୍ ଆତଙ୍କ ବଢ଼ିବାରେ ଲାଗିଛି । ମୟୂରଭଞ୍ଜ ଜିଲ୍ଲା ଉଦଳାର ପରିଛିପୁରରେ ଜଣ୍ଡିସ୍ ଆତଙ୍କ ବଢ଼ିବାରେ ଲାଗିଛି। ଜଣ୍ଡିସରେ ୧୫ରୁ ଉର୍ଦ୍ଧ୍ବ ଲୋକ ଆକ୍ରାନ୍ତ ହୋଇଥିବା ଜଣାପଡିଛି ।…

ଶିମିଳିପାଳକୁ ମିଳିଲା ଜାତୀୟ ଉଦ୍ୟାନ ମାନ୍ୟତା

ରାଜ୍ୟ ସରକାର ମୟୂରଭଞ୍ଜ ଜିଲ୍ଲାରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣକୁ ଜାତୀୟ ଉଦ୍ୟାନ ଭାବରେ ଘୋଷଣା କରିଛନ୍ତି । ଜାତୀୟ ଉଦ୍ୟାନ ମାନ୍ୟତା ପାଇବା ନେଇ ସମସ୍ତ ପ୍ରକାରର ପ୍ରକ୍ରିୟା ଶେଷ ହୋଇଥିବା ସୂଚନା ମିଳିଛି । ଜଙ୍ଗଲ, ପରିବେଶ ଏବଂ ଜଳବାୟୁ…

ମୟୂରଭଞ୍ଜ ଜିଲ୍ଲାରେ କାଳବୈଶାଖୀ କ୍ଷତିଗ୍ରସ୍ତଙ୍କ ପାଇଁ ୨୦.୩୮ କୋଟି ଟଙ୍କା ମଞ୍ଜୁର

ମୟୂରଭଞ୍ଜ ଜିଲ୍ଲାରେ କାଳବୈଶାଖୀ ଯୋଗୁଁ ବର୍ଷା ଓ କୁଆପଥର ମାଡ଼ରେ ହୋଇଥିବା କ୍ଷୟକ୍ଷତି ପାଇଁ ରାଜ୍ୟ ସରକାର ୨୦.୩୮ କୋଟି ଟଙ୍କାର ଅସ୍ଥାୟୀ କ୍ଷତିପୂରଣ ଘୋଷଣା କରିଛନ୍ତି । ଏହି ଅର୍ଥ ଗୃହ ମରାମତି ସହାୟତା, ରିଲିଫ୍ କ୍ୟାମ୍ପ ପରିଚାଳନା ଓ…

କାଳବୈଶାଖୀର କ୍ଷୟକ୍ଷତି ସମୀକ୍ଷା ବେଳେ ସୁରେଶ ପୂଜାରୀଙ୍କ କାରକେଡ୍ ଉପରକୁ ଢେଲା ମାଡ଼ କଲେ ଗ୍ରାମବାସୀ 

ମୟୁରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ତାଣ୍ଡବ ରଚିଛି କାଳବୈଶାଖୀ। ଏଥିପାଇଁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏନେଇ ରବିବାର ରାଜସ୍ୱ ମନ୍ତ୍ରୀ ସୁରେଶ ପୁଜାରୀ ଜିଲ୍ଲାର ବିଭିନ୍ନ ଅଞ୍ଚଳ ବୁଲି କାଳବୈଶାଖୀର ସମୀକ୍ଷା କରିଛନ୍ତି । ଏହାରି ମଧ୍ୟରେ କ୍ଷୟକ୍ଷତି ଆକଳନ ପାଇଁ…

ଖିଚିଂ ପ୍ରସିଦ୍ଧ କିଚକେଶ୍ୱରୀ ମନ୍ଦିରର ବିକାଶ ପାଇଁ ୫୦ କୋଟି ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ଖିଚିଂ ପ୍ରସିଦ୍ଧ କିଚକେଶ୍ୱରୀ ମନ୍ଦିରର ବିକାଶ ଏବଂ ଉନ୍ନତିକରଣ ପାଇଁ ଆନୁସଙ୍ଗିକ ୫୦ କୋଟି ଟଙ୍କା ମଂଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଖିଚିଂ ମହୋତ୍ସବର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ…

ଉଦଳାରେ ୩୭୫ କୋଟିର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ମୟୂରଭଞ୍ଜ ଜିଲ୍ଲା, ଉଦଳାର ପାଟପୁର ଅଞ୍ଚଳରେ ଆୟୋଜିତ ‘ବିକାଶ ପଥେ ମୟୂରଭଞ୍ଜ’ କାର୍ଯ୍ୟକ୍ରମରେ ଯୋଗଦାନ କରି କପ୍ତିପଦା ଉପଖଣ୍ଡ ପାଇଁ ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗ ପକ୍ଷରୁ ପ୍ରାୟ ୧୦୦ କୋଟି ଟଙ୍କା ବିନିଯୋଗରେ ୫୨ ଗୋଟି ପ୍ରକଳ୍ପର ଶୁଭ ଉଦଘାଟନ…

ଶିମିଳିପାଳ ପର୍ଯ୍ୟଟକଙ୍କ ପାଇଁ ନୂଆ ନିୟମ, ପ୍ରବେଶ ପାଇଁ ଅନ୍‌ଲାଇନ ଆବେଦନ ବାଧ୍ୟତାମୂଳକ

ପର୍ଯ୍ୟଟକ କ୍ଷେତ୍ରରେ ସ୍ୱଚ୍ଛତା ଓ ପାରଦର୍ଶିତା ଆଣିବାକୁ ଏଣିକି ମୟୂରଭଞ୍ଜ ଜିଲ୍ଲା, ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ବୁଲିବାକୁ ଆସୁଥିବା ପର୍ଯ୍ୟଟକମାନଙ୍କ ପାଇଁ ଫେବୃଆରୀ ପହିଲା ଠାରୁ ଲାଗୁ ହେବ ନୂଆ ନିୟମ । ଯେଉଁ ପର୍ଯ୍ୟଟକ ମାନେ ଶିମିଳିପାଳ ବୁଲିବାକୁ ଯିବା…

ଶିମିଳିପାଳକୁ ଖୁବ ଶୀଘ୍ର ଫେରିବ ବାଘୁଣୀ ‘ଜୀନତ’

ସୂଚନା ଅନୁଯାୟୀ ପଶ୍ଚିମବଙ୍ଗର ବାଙ୍କୁଡାର ରାଣୀବନ୍ଧ ଜଙ୍ଗଲରେ ଟ୍ରାଙ୍କୁଲାଇଜ୍‌ କରି ଧରାଯାଇଥିବା ବାଘୁଣୀ ‘ଜୀନତ୍‌’ର ସ୍ୱାସ୍ଥ୍ୟାବସ୍ଥା ଠିକ୍‌ ନାହିଁ । ଜୀନତ୍‌କୁ ଟ୍ରାଙ୍କୁଲାଇଜ୍‌ କରିବା ପାଇଁ ୩ଟି ସଟ୍‌ ମରାଯାଇଥିଲା । ଯାହାର ପ୍ରଭାବରେ ଜୀନତ୍‌ ଅସୁସ୍ଥ ହୋଇପଡ଼ିଛି । ୩…

ମୟୂରଭଞ୍ଜର ନୂତନ କ୍ଷମତାକେନ୍ଦ୍ର ମନ୍ତ୍ରୀ ଡ. କୃଷ୍ଣ ମହାପାତ୍ର

୨୦୨୪ ମସିହା ଲୋକସଭା ଓ ବିଧାନସଭା ନିର୍ବାଚନରେ ମୟୂରଭଞ୍ଜ ଜିଲ୍ଲାରେ ବିଜଦ ନିଜର ସତ୍ତା ହରାଇଛି । ରାଜ୍ୟ ବିଜଦ ସରକାର ସମୟରେ ପ୍ରାକ୍ତନ ମନ୍ତ୍ରୀ ସୁଦାମ ମାରାଣ୍ଡି ମୟୂରଭଞ୍ଜର କ୍ଷମତା କେନ୍ଦ୍ର ହୋଇ ରହିଥିଲେ। ସୁଦାମ ମାରାଣ୍ଡି ଲୋକସଭା ଆସନରେ…

ବାଙ୍ଗିରୀପୋଷୀରେ ରେଳ ପ୍ରକଳ୍ପ ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଭାଷଣ

ବାଙ୍ଗରିପୋଷୀ ରେଳଷ୍ଟେସନ ଆୟୋଜିର କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ମୟୁରଭଞ୍ଜର କଳା ସଂସ୍କୃତି ଅତି ମହାନ ଏବଂ ଅନନ୍ୟ। ସର୍ବ ପ୍ରଥମେ ମୁଁ ସାନ୍ତାଳୀ ଭାଷାର ଜନକ ଗୁରୁ ଗମ୍‌କେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତି ଏହି…