Tag: MBPY

Madhu Babu Pension Yojana: ଆସନ୍ତା ନଭେମ୍ବର ୧୦ରେ ୫.୦୫ ଲକ୍ଷରୁ ଅଧିକ ହିତାଧିକାରୀ ପାଇବେ ସହାୟତା

ରାଜ୍ୟର ସାମାଜିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସ୍ୱଚ୍ଛ, ଦକ୍ଷ ଏବଂ ଜନକଲ୍ୟାଣକାରୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ‘ମଧୁବାବୁ ପେନସନ୍ ଯୋଜନା’ (MBPY) ରେ ୫ ଲକ୍ଷରୁ ଅଧିକ ନୂଆ ହିତାଧିକାରୀଙ୍କୁ ସାମିଲ କରାଯାଇଛି।…