ଖେଳ ତାଜା ଖବର ଦେଶ PM Modi Meets Asian Games Medal Winners: ଏସିଆନ ଗେମ୍ସ ପଦକ ବିଜେତାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ October 15, 2026 Nirvay ଏସିଆନ ଗେମ୍ସରେ ପଦକ ଜିତିଥିବା ଭାରତୀୟ ଖେଳାଳିଙ୍କୁ ଗୁରୁବାର ନୂଆଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭେଟିଛନ୍ତି । ଏହି ଅବସରରେ ସ୍ୱର୍ଣ୍ଣ ପଦକ ବିଜେତା ପୁରୁଷ ଓ ମହିଳା କ୍ରିକେଟ୍ ଦଳ ସମେତ ବିଭିନ୍ନ କ୍ରୀଡ଼ାର ପଦକ…