Tag: Medical Assistance

ବିରଳ ରୋଗରେ ପୀଡ଼ିତ ବାଳକକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା

ଭଦ୍ରକର ଜଣେ ବାଳକ ବାବୁଲି ବାରିକଙ୍କୁ ତୁରନ୍ତ ସ୍ୱାସ୍ଥ୍ୟ ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପରିବାରକୁ ତୁରନ୍ତ ୩୦ ହଜାର ଟଙ୍କା ସହାୟତା ଯୋଗାଇ ଦେବାକୁ…