ତାଜା ଖବର ଦେଶ ରାଜନୀତି ରାଜ୍ୟ ଦିଲ୍ଲୀରେ ବସିଲା ଏଆଇସିସି ବୈଠକ August 13, 2024 Papirani ଦିଲ୍ଲୀରେ ଆଜି ବସିଲା ଏଆଇସିସି ବୈଠକ । ଲୋକସଭା ନିର୍ବାଚନରେ ଭଲ ପ୍ରଦର୍ଶନ କରିବା ପରେ କଂଗ୍ରେସ ବର୍ତ୍ତମାନ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ମହାରାଷ୍ଟ୍ର, ଝାଡଖଣ୍ଡ, ହରିୟାଣାରେ ବିଧାନସଭା ନିର୍ବାଚନ ଏବଂ କେତେକ ରାଜ୍ୟରେ ଉପ-ନିର୍ବାଚନ ପାଇଁ…
ରାଜନୀତି ରାଜ୍ୟ କେନ୍ଦ୍ର ସରକାରରେ କାର୍ଯ୍ୟରତ ଓଡ଼ିଶା କ୍ୟାଡର ଓ ଓଡ଼ିଆ ପଦାଧିକାରୀମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ July 28, 2024 Nirvay ନୀତି ଆୟୋଗ ବୈଠକରେ ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେବା ପରେ ଆଜି ଓଡ଼ିଶା ଭବନରେ କେନ୍ଦ୍ରରେ କାର୍ଯ୍ୟରତ ଓଡ଼ିଶା କ୍ୟାଡର ଅଧିକାରୀମାନଙ୍କ ଏକ ବୈଠକର ଆୟୋଜନ କରାଯାଇଥିଲା। ଏଥିରେ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ…
ତାଜା ଖବର ରାଜନୀତି ରାଜ୍ୟ ଶେଷ ହେଲା ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ July 20, 2024 Papirani ସରକାର ଗଠନ କରିବା ପରେ ପ୍ରଥମ ଥର ପାଇଁ ପୁରୀଠାରେ ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅଭିଭାଷଣ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଆଜି ମୁଁ…
ରାଜ୍ୟ କାଲିଠୁ ପୁରୀରେ ଦୁଇଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ July 18, 2024 Nirvay ଶୁକ୍ରବାର ପୁରୀରେ ଦୁଇଦିନିଆ (୧୯ ଓ ୨୦) ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା ଉଦଘାଟନ କରିବେ। ପରେ ରାଜ୍ୟ ସଭାପତି ମନମୋହନ ସାମଲ ବୈଠକରେ ଅଧ୍ୟକ୍ଷତା କରିବେ।…
ତାଜା ଖବର ଦେଶ ରାଜନୀତି କାଲି ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ବସିବ କେନ୍ଦ୍ର କ୍ୟାବିନେଟ ବୈଠକ July 17, 2024 Papirani ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କାଲି ବସିବାକୁ ଯାଉଛି କେନ୍ଦ୍ର କ୍ୟାବିନେଟ ବୈଠକ । ଏହି ବୈଠକ ସକାଳ ୧୦ଟା ୩୦ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ବସିବାକୁ ଯାଉଛି । ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ…
ରାଜ୍ୟ ୨୦ରେ ବିଜେଡି ବିଧାୟକ ଦଳ ବୈଠକ July 17, 2024 Nirvay ଆସନ୍ତା ୨୦ ତାରିଖ ଅପରାହ୍ନରେ ଶଙ୍ଖ ଭବନରେ ବସିବ ବିଜେଡି ବିଧାୟକ ଦଳ ବୈଠକ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତା କରିବେ। ବୈଠକରେ ବିଧାନସଭା ପାଇଁ ପ୍ରସ୍ତୁତ ହେବ ରଣନୀତି। ତାଙ୍କ ମାର୍ଗଦର୍ଶନରେ ସାଂସଦମାନେ କାମ କରିବେ…
ରାଜ୍ୟ ମୁଖ୍ୟମନ୍ତ୍ରୀ-ସଚିବ ବୈଠକ: ନିର୍ବାଚନ ପ୍ରତିଶୃତି ପାଳନ ଉପରେ ଗୁରୁତ୍ବ July 5, 2024 Nirvay ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଖାରବେଳ ଭବନଠାରେ ସମସ୍ତ ସଚିବମାନଙ୍କ ସହ ବୈଠକରେ ଯୋଗଦେଇ ନୂଆ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିବା ସହିତ ନିର୍ବାଚନ ପ୍ରତିଶୃତି ପାଳନ ପାଇଁ ବିଧିବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…
ରାଜ୍ୟ ବିଜେଡିରେ ବିଭୀଷଣ କିଏ? ଚାଲିଛି ଆଲୋଚନା July 3, 2024 Nirvay ବିଜେଡିରେ ଅନେକ ବିଭୀଷଣ ଅଛନ୍ତି ଯେଉଁମାନେ ଦଳ ଭାଙ୍ଗିବାକୁ ଚେଷ୍ଟା କରୁଛନ୍ତି । ବୁଧବାର ପ୍ରତାପ ଦେବଙ୍କ ବାସଭବନରେ ବିଜେଡି ନେତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକରୁ ବାହାରିବା ବିଜେଡି କର୍ପୋରେଟର ଅମରେଶ ଜେନା ଏଭଳି ମନ୍ତବ୍ୟ ଦେଇଛନ୍ତି । ଏହା ଉପରେ ଆଲୋଚନା…
ରାଜ୍ୟ ପ୍ରତାପଙ୍କ ଘରେ ବିଜେଡି ନେତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ July 3, 2024 Nirvay ପ୍ରତାପ ଦେବଙ୍କ ବାସଭବନରେ ବିଜେଡି ନେତାଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି। ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ ଓ ପ୍ରମିଳା ମଲ୍ଲିକ ଉପସ୍ଥିତ ଥିଲେ। ବିଧାୟକ ସୁଶାନ୍ତ ରାଉତଙ୍କ ସହ କିଛି କର୍ପୋରେଟର ମଧ୍ୟ ଉପସ୍ଥିତ ଥିବା ଜଣାପଡିଛି। ବିଜେଡିରେ ଅନ୍ତଃକନ୍ଦଳ…
ତାଜା ଖବର ଦେଶ ବ୍ୟବସାୟ ରାଜନୀତି ରାଜ୍ୟ କେନ୍ଦ୍ର ପ୍ରାକ୍ ବଜେଟ ବୈଠକ ଓ ଜିଏସଟି କାଉନସିଲ ବୈଠକରେ ଯୋଗଦେଲେ ଓଡ଼ିଶା ଉପ-ମୁଖ୍ୟମନ୍ତ୍ରୀ June 22, 2024 Papirani ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଓଡିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ଯୋଗଦାନ କରିଥିଲେ। ଓଡ଼ିଶା ପକ୍ଷରୁ ରାଜ୍ୟର ଅର୍ଥନୀତି, ବିକାଶ ପ୍ରସଙ୍ଗକୁ ନେଇ ଏକ ଲିଖିତ ସ୍ମାରକପତ୍ର କେନ୍ଦ୍ର…