Tag: Meeting

ମୁଖ୍ୟମନ୍ତ୍ରୀ-ସଚିବ ବୈଠକ: ନିର୍ବାଚନ ପ୍ରତିଶୃତି ପାଳନ ଉପରେ ଗୁରୁତ୍ବ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଖାରବେଳ ଭବନଠାରେ ସମସ୍ତ ସଚିବମାନଙ୍କ ସହ ବୈଠକରେ ଯୋଗଦେଇ ନୂଆ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିବା ସହିତ ନିର୍ବାଚନ ପ୍ରତିଶୃତି ପାଳନ ପାଇଁ ବିଧିବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…

ବିଜେଡିରେ ବିଭୀଷଣ କିଏ? ଚାଲିଛି ଆଲୋଚନା

ବିଜେଡିରେ ଅନେକ ବିଭୀଷଣ ଅଛନ୍ତି ଯେଉଁମାନେ ଦଳ ଭାଙ୍ଗିବାକୁ ଚେଷ୍ଟା କରୁଛନ୍ତି । ବୁଧବାର ପ୍ରତାପ ଦେବଙ୍କ ବାସଭବନରେ ବିଜେଡି ନେତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକରୁ ବାହାରିବା ବିଜେଡି କର୍ପୋରେଟର ଅମରେଶ ଜେନା ଏଭଳି ମନ୍ତବ୍ୟ ଦେଇଛନ୍ତି । ଏହା ଉପରେ ଆଲୋଚନା…

ପ୍ରତାପଙ୍କ ଘରେ ବିଜେଡି ନେତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ପ୍ରତାପ ଦେବଙ୍କ ବାସଭବନରେ ବିଜେଡି ନେତାଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି। ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ ଓ ପ୍ରମିଳା ମଲ୍ଲିକ ଉପସ୍ଥିତ ଥିଲେ। ବିଧାୟକ ସୁଶାନ୍ତ ରାଉତଙ୍କ ସହ କିଛି କର୍ପୋରେଟର ମଧ୍ୟ ଉପସ୍ଥିତ ଥିବା ଜଣାପଡିଛି। ବିଜେଡିରେ ଅନ୍ତଃକନ୍ଦଳ…

କେନ୍ଦ୍ର ପ୍ରାକ୍ ବଜେଟ ବୈଠକ ଓ ଜିଏସଟି କାଉନସିଲ ବୈଠକରେ ଯୋଗଦେଲେ ଓଡ଼ିଶା ଉପ-ମୁଖ୍ୟମନ୍ତ୍ରୀ

ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଓଡିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ଯୋଗଦାନ କରିଥିଲେ। ଓଡ଼ିଶା ପକ୍ଷରୁ ରାଜ୍ୟର ଅର୍ଥନୀତି, ବିକାଶ ପ୍ରସଙ୍ଗକୁ ନେଇ ଏକ ଲିଖିତ ସ୍ମାରକପତ୍ର କେନ୍ଦ୍ର…

ଆଜି ବସିବ ୫୩ତମ ଜିଏସଟି ପରିଷଦ ବୈଠକ

ଆଜି ବସିବାକୁ ଯାଉଛି ଦ୍ରବ୍ୟ ଏବଂ ସେବା ଟିକସ (ଜିଏସଟି) ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ। ନୂଆଦିଲ୍ଲୀରେ ବସିବାକୁ ଯାଉଥିବା ଜିଏସ୍‌ଟି ପରିଷଦର ଏହି ୫୩ ତମ ବୈଠକରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଧ୍ୟକ୍ଷତା କରିବେ। ଦୀର୍ଘ ୮ ମାସର ବ୍ୟବଧାନ…

ଶଙ୍ଖ ଭବନରେ ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ

ଶଙ୍ଖ ଭବନରେ ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ଯକ୍ଷତାରେ ଶଙ୍ଖ ଭବନରେ ଆରମ୍ଭ ହୋଇଛି ବୈଠକ । ବୈଠକରେ କିଏ ହେବେ ବିରୋଧୀ ଦଳ ନେତା ନିଷ୍ପତ୍ତି ସହ ଦଳର ପରାଜୟ…