Tag: Mega Free Health Camp

Free Health Camp in Jajpur: ଯାଜପୁରରେ ଜନସେବାର ମହାଅଭିଯାନ: ମେଗା ନିଃଶୁଳ୍କ ସ୍ୱାସ୍ଥ୍ୟ ଶିବିରରେ ୧୦ ହଜାରରୁ ଊର୍ଦ୍ଧ୍ୱ ଉପକୃତ

ଗ୍ରାମାଞ୍ଚଳର ଲୋକଙ୍କ ନିକଟରେ ଗୁଣାତ୍ମକ ଓ ବିଶେଷଜ୍ଞ ସ୍ୱାସ୍ଥ୍ୟସେବା ପହଞ୍ଚାଇବା ଲକ୍ଷ୍ୟରେ ଯାଜପୁର ଜିଲ୍ଲାର ବିରିପଟଣାଠାରେ ଏକ ବିଶାଳ ମେଗା ନିଃଶୁଳ୍କ ସ୍ୱାସ୍ଥ୍ୟ ଶିବିର ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି ଜନକଲ୍ୟାଣମୂଳକ କାର୍ଯ୍ୟକ୍ରମକୁ ଅବସରପ୍ରାପ୍ତ ଆଇପିଏସ୍ ଅଧିକାରୀ ତଥା ଓଡ଼ିଶା…