ଖେଳ ଦେଶ Men’s T20 World Cup 2026: ଫେବ୍ରୁଆରୀ ୧୫ରେ ଭାରତ ପାକିସ୍ତାନ ମ୍ୟାଚ୍ November 25, 2025 Nirvay କ୍ରିକେଟ ମୈଦାନରେ ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ । ଆସନ୍ତାବର୍ଷ ଫେବ୍ରୁଆରୀ ୧୫ ତାରିଖରେ ଭାରତ-ପାକିସ୍ତାନ ଟି ଟ୍ୱେଣ୍ଟି ମୁକାବିଲା ଅନୁଷ୍ଠିତ ହେବ । ୨୦୨୬ ଟି-ଟ୍ୱେଣ୍ଟି ବିଶ୍ୱକପରେ ସାମ୍ନାସାମ୍ନି ହେବେ ଦୁଇ ଦଳ । ଏସିଆ କପ୍ରେ ଭାରତର କ୍ଲିନ୍…