Tag: Metro project

Metro Rail Project in BBSR: ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ବନ୍ଦ ନିଷ୍ପତ୍ତିର ପୁନର୍ବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଚିଠି

ଭୁବନେଶ୍ୱର ମେଟ୍ରୋ ବର୍ଦ୍ଧିତ ଜନସାଧାରଣଙ୍କ ଚାହିଦା ଏବଂ ସହରର ଦ୍ରୁତ ସହରାଞ୍ଚଳ ପ୍ରସାରଣକୁ ଉଲ୍ଲେଖ କରି ସାଂସଦ ଅପରାଜିତା ଷଡ଼ଙ୍ଗୀ ଓଡ଼ିଶା ସରକାରଙ୍କୁ ଭୁବନେଶ୍ୱରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପ ବନ୍ଦ କରିବାର ନିଷ୍ପତ୍ତି ପୁନର୍ବିଚାର କରିବାକୁ ଅନୁରୋଧ କରିଛନ୍ତି। ଭୁବନେଶ୍ୱର…

Metro Rail Project: ମେଟ୍ରୋ ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

ରାଜଧାନୀରେ ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର । ପ୍ରସ୍ତାବିତ ଓଡ଼ିଶା ମେଟ୍ରୋ ପ୍ରକଳ୍ପକୁ ବାତିଲ କରିବାର ନିଷ୍ପତ୍ତିର ପୁନର୍ବିଚାର କରିବାକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନୁରୋଧ କରିଛନ୍ତି ସସ୍ମିତ ପାତ୍ର…

Metro Rail Project Put On Hold: ଭୁବନେଶ୍ୱରରେ ପ୍ରସ୍ତାବିତ ମେଟ୍ରୋ ପ୍ରକଳ୍ପ ସ୍ଥଗିତ: କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱରରେ ପ୍ରସ୍ତାବିତ ମେଟ୍ରୋ ପ୍ରକଳ୍ପ ସ୍ଥଗିତ । ପ୍ରକଳ୍ପର ବୈଷୟିକ ଦିଗଗୁଡ଼ିକର ପୁନଃଅନୁଧ୍ୟାନ ପାଇଁ ସ୍ଥଗିତ ରଖାଯାଇଥିବା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଜାତୀୟ ମେଟ୍ରୋ ରେଳ ନୀତିସହ…

ମେଟ୍ରୋ ରେଳ ପ୍ରକଳ୍ପକୁ କରାଯାଇନାହିଁ ରଦ୍ଦ: କୃଷ୍ଣଚନ୍ଦ୍ର ମହାପାତ୍ର

କଟକ-ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପକୁ ରଦ୍ଦ କରାଯାଇନାହିଁ । ଆଜି ଏ ନେଇ ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ରଦ୍ଦ ହୋଇନାହିଁ ।ମେଟ୍ରୋ ରେଳ ପ୍ରକଳ୍ପ…

ମେଟ୍ରୋ ପ୍ରକଳ୍ପକୁ ନେଇ ସରକାର ରାଜ୍ୟବାସୀଙ୍କୁ
ଭୁଆଁ ବୁଲାଉଛନ୍ତି: ବିଜେଡି

ମେଟ୍ରୋ ପ୍ରକଳ୍ପକୁ ନେଇ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ ନଥିବା ବେଳେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି ଦେଇଥିବା ମନ୍ତବ୍ୟ ଉପରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି ବିଜୁ ଜନତା ଦଳ । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ…

ଅନିଶ୍ଚିତତାରେ ଓଡ଼ିଶା ମେଟ୍ରୋ ପ୍ରକଳ୍ପ; କେନ୍ଦ୍ରକୁ ଯାଇନି ପ୍ରସ୍ତାବ

ଓଡ଼ିଶା ମେଟ୍ରୋ ପ୍ରକଳ୍ପକୁ ନେଇ ଅନିଶ୍ଚିତତା । ଓଡ଼ିଶା ମେଟ୍ରୋ ପାଇଁ କେନ୍ଦ୍ରକୁ ଯାଇନି ପ୍ରସ୍ତାବ । ଏ ନେଇ ଆଜି ସଂସଦରେ ଲିଖିତ ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ । ସେ କହିଛନ୍ତି କେନ୍ଦ୍ରକୁ ୧୭ଟି ପ୍ରସ୍ତାବ ଯାଇଛି ।…