Tag: mid day meal

ନବମ ଓ ଦଶମ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ

ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ହେଲା ନିର୍ଦ୍ଦେଶନାମା ।ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ । ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍‌ରୁ ଖର୍ଚ୍ଚ ହେବ…

ମଧ୍ୟାହ୍ନ ଭୋଜନରେ ସାମିଲ ହେବେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ

ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ମଙ୍ଗଳବାର ଦିନ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏଣିକି ନବମ ଓ ଦଶମ ପିଲାଙ୍କୁ ମଧ୍ୟାହ୍ନ ଭୋଜନରେ ସାମିଲ କରାଯିବ । ଏ ନେଇ ରାଜ୍ୟ ସରକାର କ୍ୟାବିନେଟ୍‌ରେ ନିଷ୍ପତ୍ତି…

ପି.ଏମ ପୋଷଣ ଯୋଜନାରେ କାମ କରୁଥିବା ପାଚକ, ପାଚିକାଙ୍କ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର

ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକା ମାନଙ୍କ ପାଇଁ ଖୁସି ଖବର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।…

ଏଣିକି ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର

ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ମିଳିବ କ୍ଷୀର । ସ୍କୁଲ ପିଲାମାନଙ୍କୁ ଅଧିକ ପୋଷଣ ଯୋଗାଇଦେବା ପାଇଁ ରାଜ୍ୟ ସରକାର ଏକ ନୂଆ ପ୍ରୟାସ ଆରମ୍ଭ କରିବାକୁ ଯାଉଛନ୍ତି । ଖୁବଶୀଘ୍ର ସ୍କୁଲ ମଧ୍ୟାହ୍ନ ଭୋଜନରେ ପିଲାମାନଙ୍କୁ ଖାଦ୍ୟ ସହ କ୍ଷୀର ମିଳିବ…

ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର

ପ୍ରାଥମିକ ସ୍କୁଲର ମଧ୍ୟାହ୍ନ ଭୋଜନ ପାଇଁ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର । ପ୍ରଧାନମନ୍ତ୍ରୀ ପୋଷଣ ସ୍କିମ୍‌ରେ ଖର୍ଚ୍ଚ ବଢ଼ାଇଥିବା ସୂଚନା ମିଳିଛି । ଆସନ୍ତା କାଲିଠୁ ବର୍ଦ୍ଧିତ ଖର୍ଚ୍ଚ ପ୍ରଦାନ କରିବାକୁ ନିଷ୍ପତ୍ତି ନିଆଯାଇଛି । ପ୍ରଥମରୁ ୫ମ ଶ୍ରେଣୀ…

ଛାତ୍ରଛାତ୍ରୀଙ୍କ ପୁଷ୍ଟିକର ଆବଶ୍ଯକତା ଅନୁଧ୍ୟାନ ପାଇଁ କମିଟି ଗଠନ କଲେ ଓଡ଼ିଶା ସରକାର

ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ସାମିଲ ହୋଇଥିବା ଛାତ୍ରଛାତ୍ରୀଙ୍କ ପୁଷ୍ଟିକର ଆବଶ୍ଯକତା ସମ୍ପର୍କରେ ଅନୁଧ୍ୟାନ କରିବା ଲାଗି ଓଡ଼ିଶା ସରକାର ଆଜି ଏକ କମିଟି ଗଠନ କରିଛନ୍ତି। ରାଜ୍ଯରେ ଏହି କାର୍ଯ୍ଯକ୍ରମର ଉତ୍ତମ କାର୍ଯ୍ଯକାରିତା ପାଇଁ କମିଟି ଆବଶ୍ଯକ ପ୍ରସ୍ତାବ ସୁପାରିଶ କରିବ…

ମଧ୍ୟାହ୍ନ ଭୋଜନର ମୂଲ୍ୟରେ ଏକ ଟଙ୍କା ବୃଦ୍ଧି କରାଯିବ- ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଆଜି ୟୁନିଟ-୩ ସ୍ଥିତ କ୍ୟାପିଟାଲ୍ ଉଚ୍ଚ ବିଦ୍ୟାଳୟ ପରିସରରେ ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହ ‘ସୁରଭି’ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ଶେଷ ଦିବସରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନେକ ନୂତନ…

ରାଜ୍ୟରେ ମିଲ ପିଛା ଟଙ୍କାଏ ବଢିବ ସ୍କୁଲରେ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ସହାୟତା ରାଶି

ଟଙ୍କାଏ ବଢିବ ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନର ସହାୟତା ରାଶି । ପ୍ରତି ମିଲ୍ ପିଛା ଦାମକୁ ୧ ଟଙ୍କା ବୃଦ୍ଧି କରାଯିବ । ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଏହାଦ୍ୱାରା ପିଲାଙ୍କ…

ଆସନ୍ତା ୧୮ ତାରିଖରେ ଖୋଲିବ ରାଜ୍ୟର ସମସ୍ତ ବିଦ୍ୟାଳୟ

ଜୁନ ୧୮ ତାରିଖରେ ଖୋଲିବାକୁ ଯାଉଛି ରାଜ୍ୟର ସମସ୍ତ ବିଦ୍ୟାଳୟ। ସ୍କୁଲ୍ ଖୋଲିବାର ପ୍ରଥମ ଦିନରୁ ପିଲାଙ୍କୁ ଦିଆଯିବ ମଧ୍ୟାହ୍ନ ଭୋଜନ। ପିଲାଙ୍କୁ ମଧ୍ୟାହ୍ନ ଭୋଜନ ପାଇଁ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ପିଏମ୍ ପୋଷଣ ରାଜ୍ୟ ନୋଡାଲ ଅଧିକାରୀ ନିର୍ଦ୍ଦେଶ…