ତାଜା ଖବର ରାଜ୍ୟ ଦାଦନ ରୋକିବା ପାଇଁ ରାଜ୍ୟ ସରକାରଙ୍କ ବଡ଼ ବ୍ଲୁ ପ୍ରିଣ୍ଟ: ଉପମୁଖ୍ୟମନ୍ତ୍ରୀ August 25, 2025 Papirani ଦାଦନ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି । ଦାଦନ ରୋକିବା ପାଇଁ ପ୍ରସ୍ତୁତ ହୋଇଛି ରାଜ୍ୟ ସରକାରଙ୍କ ବଡ଼ ବ୍ଲୁ ପ୍ରିଣ୍ଟ । ଏ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ । ଆଜି ଦାଦନ ରୋକିବାକୁ ନେଇ…