ରାଜ୍ୟ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା; ଓଡ଼ିଶାରେ ମାଣ୍ଡିଆରୁ ପ୍ରସ୍ତୁତ ହେବ ମଦ February 21, 2025 Nirvay ଏଣିକି ମାଣ୍ଡିଆ ଓ ବାଜରାରୁ ପ୍ରସ୍ତୁତ ହେବ ମଦ । ଏଥିପାଇଁ ଆଗ୍ରହୀ ମଦ ତିଆରି କମ୍ପାନୀକୁ ସବସିଡି ଯୋଗାଇବେ ରାଜ୍ୟ ସରକାର । ସେହିପରି ବିଦେଶକୁ ରପ୍ତାନୀ ହେବ ମହୁଲି । ୨୦୨୫-୨୬ ଅବକାରୀ ପଲିସିକୁ ନେଇ ଅବକାରୀମନ୍ତ୍ରୀ ପୃଥ୍ୱୀରାଜ…