Tag: Mining

ମାଇନିଂ ଅଫିସର ରାଜେନ୍ଦ୍ର ଖୁଣ୍ଟିଆ ନିଲମ୍ୱିତ

ମାଇନିଂ ଅଫିସର ରାଜେନ୍ଦ୍ର ଖୁଣ୍ଟିଆ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଖିଲାପ ପାଇଁ ସରକାର ନେଲେ କାର୍ଯ୍ୟନୁଷ୍ଠାନ । ରାଜେନ୍ଦ୍ରଙ୍କ କାର୍ଯ୍ୟ ଉପରେ ସରକାର ତୀକ୍ଷଣ ନଜର ରଖୁଥିଲେ । କାର୍ଯ୍ୟଶୈଳୀରେ ଉନ୍ନତି ପରିଲକ୍ଷିତ ନ ହେବାରୁ ତାଙ୍କୁ ସସପେଣ୍ଡ କରାଯାଇଛି…

ଖଣି ବେପାର ପାଇଁ ମୁହାଁମୁହିଁ ହେଲେ ମନ୍ତ୍ରୀ ଓ ବିଧାୟକ

ଖଣି ସମୃଦ୍ଧ କେନ୍ଦୁଝର ଜିଲ୍ଲା ଏବେ ପୁଣି ଥରେ ରାଜନୈତିକ ପଶାପାଲିର ଶିକାର ହେବାକୁ ଯାଉଛି । ନବୀନ ସରକାରଙ୍କ ଅମଳରେ ଯେଉଁ ଫର୍ମୁଲାରେ ବିଜୁ ଜନତା ଦଳ କୋଟିକୋଟି ଟଙ୍କା ଲୁଟି ଥିଲା, କ୍ଷମତା ପରିବର୍ତ୍ତନ ପରେ ଏବେ ଭାରତ…

ମୋହନଙ୍କ ଚାରିପାଖେ ଖଣି ମାଫିଆ

ମଙ୍ଗଳବାର ଦିନ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ଭାଜପା ଘୋଷଣା କରିବା ପରେ ଜଣାଶୁଣା ଖଣିମାଫିଆ ତାଙ୍କୁ ଘେରି ରହିଥିବା ଦେଖିବାକୁ ମିଳିଛି । ଯୋଡ଼ା ଅଞ୍ଚଳର ଜଣାଶୁଣା ଖଣିମାଫିଆ ତଥା ଚମ୍ପୁଆ ବିଜଦ ବିଧାୟକ…