Tag: Minor Beaten Up

Minor Beaten Up In Srimandir: ଶ୍ରୀମନ୍ଦିରରେ ପୋଲିସ ମାଡ଼ରେ ନାବାଳକ ଗୁରୁତର

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରୁଥିବା ବେଳେ ଜଣେ ନାବାଳକ ପୁଲିସ ମାଡ଼ରେ ଗୁରୁତର ହୋଇଛି । ନାବାଳକଙ୍କ ପରିବାର ଲୋକ କହିଛନ୍ତି ଯେ ମହାପ୍ରଭୁଙ୍କୁ ଦର୍ଶନ କରୁଥିବା ବେଳେ ଗହଳି ଭିତରେ ଜଣେ ପୋଲିସ ପୋଷାକଧାରୀ ତାଙ୍କ ପୁଅକୁ ବାଡେଇ ଥିଲେ…