Tag: Minor girl

Minor Girl Tortured In BBSR: ଭୁବନେଶ୍ୱରରେ ନାବାଳିକାକୁ ମାନସିକ ଓ ଶାରୀରିକ ନିର୍ଯାତନା ଅଭିଯୋଗ; ଘର ମାଲିକ ଅଟକ

ନାବାଳିକାକୁ ମାନସିକ ଓ ଶାରୀରିକ ନିର୍ଯାତନା ଅଭିଯୋଗ । ଘରେ କାମ କରୁଥିବା ନାବାଳିକାଙ୍କୁ ମାନସିକ ଓ ଶାରୀରିକ ନିର୍ଯ୍ୟାତନା। ଭୁଲ୍ ହେବାରୁ ନିର୍ଘାତ ମାଡ଼ ମାରୁଥିଲେ ଘର ମାଲିକାଣୀ । ଚନ୍ଦ୍ରଶେଖରପୁର ଅଞ୍ଚଳରେ ଏଭଳି କିଛି ଅମାନବୀୟ କାଣ୍ଡକୁ ନେଇ…

ଚଳନ୍ତା ଅଟୋରେ ନାବାଳିକାକୁ ଅସଦାଚରଣ ଅଭିଯୋଗ

କଟକରେ ନାବାଳିକାକୁ ଅସଦାଚରଣ ଅଭିଯୋଗ । ଚଳନ୍ତା ଅଟୋରେ ନାବାଳିକାକୁ ଅସଦାଚରଣ ଅଭିଯୋଗ ଘଟଣା ଏବେ ସାମ୍ନାକୁ ଆସିଛି। ଏ ନେଇ ଚାଉଳିଆଗଞ୍ଜ ଥାନାରେ ଅଟୋ ଚାଳକଙ୍କ ନାଁରେ ଏତଲା ଦିଆଯାଇଛି । ଶିଖରପୁର ନିକଟରେ ଅଟୋ ଚାଳକ ଅସଦାଚରଣ କରିଥିବା…

ନିର୍ମାଣାଧୀନ ଘରୁ ୪ ବର୍ଷ ଶିଶୁକନ୍ୟାର ମୃତଦେହ ଉଦ୍ଧାର; ଅଶ୍ଳୀଳ ଭିଡିଓ ଦେଖି ଦୁଷ୍କର୍ମ ପରେ ହତ୍ୟା

ନିର୍ମାଣାଧୀନ ଘରୁ ଉଦ୍ଧାର ହେଲା ୪ ବର୍ଷ ଶିଶୁକନ୍ୟାର ମୃତଦେହ । ସାନଖେମୁଣ୍ଡି ବ୍ଲକ ଖଲିଙ୍ଗିରେ ଘଟିଛି ଅଭାବନୀୟ ଘଟଣା । କୁନି ଝିଅକୁ ଦୁଷ୍କର୍ମ ପରେ ହତ୍ୟା । ଅଭିଯୁକ୍ତକୁ କାଳିଆ ଷଣ୍ଢକୁ ଗିରଫ କଲା ପାଟପୁର ଥାନା ପୋଲିସ…

କୋରାପୁଟର ଲକ୍ଷ୍ମୀପୁରରେ ଲଜ୍ଜା; ପାହାଡ ଉପରକୁ ଟେକି ନେଇ ଆଦିବାସୀ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ

କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରରେ ଜଣେ ଆଦିବାସୀ ନାବାଳିକା ଗଣଦୁଷ୍କର୍ମର ଅଭିଯୋଗ। ଲକ୍ଷ୍ମୀପୁର ବ୍ଳକ ଓଡ଼ିଆପେଣ୍ଠ ପଞ୍ଚାୟତ ବିରିଗୁଡା ଗାଁରେ ଘଟିଛି ଏହି ଲଜ୍ଜାଜନକ ଘଟଣା ।ନାଟକ ଦେଖିବା ବେଳେ ପାହାଡ ଉପରକୁ ଟେକି ନେଇ ଆଦିବାସୀ ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ…

ନାବାଳିକାଙ୍କୁ ରାସ୍ତାରୁ ଉଠାଇ ନେଇ ଗଣଦୁଷ୍କର୍ମ

ରାଉରକେଲାରେ ଲଜ୍ଜା। ନାବାଳିକାଙ୍କୁ ରାସ୍ତାରୁ ବଳପୂର୍ବକ ଉଠାଇ ନେଇ ଗଣଦୁଷ୍କର୍ମ ଅଭିଯୋଗ। ନାବାଳିକଙ୍କୁ ଏକ ବନ୍ଦ ଘରେ ଅଟକ ରଖି ଦୁର୍ବୃତ୍ତମାନେ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ୩ ଜଣଙ୍କୁ ଗିରଫ କରିଛି ଉଦିତନଗର ଥାନା ପୋଲିସ । ସୂଚନା ଯୋଗ୍ୟ;…

୬ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ କଲା ୭୫ବର୍ଷର ବୁଢା

ରାଜଧାନୀରେ ଲଜ୍ଜା। ୬ ବର୍ଷର ଶିଶୁକନ୍ୟାକୁ ଦୂଷ୍କର୍ମ କଲା ୭୫ ବର୍ଷିୟ ବୃଦ୍ଧ । ଏଭଳି ଅଭାବନୀୟ ଓ ସ୍ପର୍ଶକାତର ଘଟଣା ଘଟିଛି ରାଜଧାନୀ ଉପକଣ୍ଠ ଇନଫୋସିଟି ଥାନା ନିକଟସ୍କ ଓଗାଳପଡା ଗ୍ରାମରେ । ଶିଶୁ କନ୍ୟାର ପରିବାର ଲୋକେ ଏନେଇ…