ତାଜା ଖବର ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ୨୦,୦୦୦ ଟଙ୍କା ପେନସନ January 13, 2025 Papirani ଓଡିଶା ସରକାରଙ୍କ ପକ୍ଷରୁ ଦେଶର ଜରୁରୀ କାଳୀନ ପରିସ୍ଥିତିରେ ମିସା, ଡିଆଇଆର ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀ ମାନଙ୍କୁ ମାସକୁ ମିଳିବ ୨୦ ହଜାର ଟଙ୍କାର ପେନସନ । ପୂର୍ବରୁ ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବରେ ମୁଖ୍ୟ ଅତିଥି…