Tag: Missile Test

କ୍ଷେପଣାସ୍ତ୍ର ପରୀକ୍ଷା ପାଇଁ ୩୧ ଶହ ଲୋକଙ୍କୁ ସ୍ଥାନାନ୍ତର

କ୍ଷେପଣାସ୍ତ୍ର ପରୀକ୍ଷା ପାଇଁ ସ୍ଥାନାନ୍ତର ହେଉଛନ୍ତି ଲୋକେ। ଆସନ୍ତାକାଲି ଚାନ୍ଦିପୁର ଆଇଟିଆର LC-III କ୍ଷେପଣାସ୍ତ୍ର ଘାଟିରୁ ମିସାଇଲ ପରୀକ୍ଷଣ କରାଯିବ। ଏଥିପାଇଁ କ୍ଷେପଣାସ୍ତ୍ର ଘାଟିରୁ ସାଢ଼େ ଦୁଇ କିଲୋମିଟର ପରିଧି ଅଞ୍ଚଳର ୩୧ ଶହ ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି। ଅସ୍ଥାୟୀ ଆଶ୍ରୟସ୍ଥଳୀଗୁଡିକରେ…