Tag: Mkcg college

ଏମକେସିଜି ମେଡିକାଲ କଲେଜରେ ରାଗିଂ ଘଟଣା: ୪ ଛାତ୍ରଙ୍କୁ କ୍ୟାମ୍ପସ ମନା

ବ୍ରହ୍ମପୁର: ଗତ ୯ ତାରିଖ ବିଳମ୍ବିତ ରାତିରେ ଏମକେସିଜି ମେଡିକାଲ କଲେଜର ଦ୍ବିତୀୟ ବର୍ଷର ଛାତ୍ର ରୁଦ୍ର ରାଉତଙ୍କୁ ରାଗିଂ ସହ ଆକ୍ରମଣ ହୋଇଥିଲା । ଏହି ରାଗିଂ ଘଟଣାରେ ଏମ୍‌କେସିଜି ମେଡିକାଲ କଲେଜ ଆଣ୍ଟି ରାଗିଂ କମିଟି ଅଭିଯୁକ୍ତ ଛାତ୍ରଙ୍କ…