Tag: MLA Babu Singh

Lingaraj Temple Rituals Halted: ଉପାସରେ ଶ୍ରୀଲିଙ୍ଗରାଜ; ନୀତିକାନ୍ତି ବନ୍ଦ କରିଥିବା ସେବାୟତଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ: ବିଧାୟକ ବାବୁ ସିଂ

ମକର ସଂକ୍ରାନ୍ତି ଭଳି ଏକ ମହାନ ଦିନରେ ମହାପ୍ରଭୁ ଲିଙ୍ଗରାଜ ଉପବାସରେ ରହିଚନ୍ତି । ଗତକାଲି ସନ୍ଧ୍ୟାଠାରୁ ନୀତିକାନ୍ତି ବନ୍ଦ ରହିଛି । ଏହାକୁ ନେଇ କଡ଼ା ଚେତାବନୀ ଦେଇଛନ୍ତି ଏକାମ୍ର ବିଧାୟକ ବାବୁ ସିଂ । ସେ କହିଛନ୍ତି ନୀତିକାନ୍ତି…